ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଖଣି ସମ୍ମାନିତ

ଭୁବନେଶ୍ୱର,୨୦।୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ଷ୍ଟିଲର କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଖଣ୍ଡବନ୍ଧ ଲୌହ ଓ ମାଙ୍ଗାନିଜ ଖଣିକୁ ପରିବେଶ ଉପଯୋଗୀ କାର୍ଯ୍ୟକଳାପ ପାଇଁ ସମ୍ମାନିତ କରାଯାଇଛି। ବିଶେଷକରି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ (ଓଏସ୍‌ପିସିବି)ର ୩୯ତମ ପ୍ରତିଷ୍ଠା ଦିବସ ଅବସରରେ ଓଏସ୍‌ପିସିବି ପକ୍ଷରୁ ‘ଖଣି’ ବର୍ଗରେ ମର୍ଯ୍ୟାଦାଜନକ ‘ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷ ପୁରସ୍କାର-୨୦୨୨’ରେ ଟାଟା ଷ୍ଟିଲକୁ ସମ୍ମାନିତ କରାଯାଇଛି। ଏହି ଅବସରରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଭାଗୀୟ ଅତିରିକ୍ତ ମୁଖ୍ୟ ସଚିବ ସୁଶାନ୍ତ ନନ୍ଦ ଏବଂ ଓଏସ୍‌ପିସିବିର ସଚିବ ସଦସ୍ୟ କେ. ମୁର୍ଗେସନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଖଣ୍ଡବନ୍ଧ ମାଇନିଂ ଅପରେସନ୍ସ ବିଭାଗ ମୁଖ୍ୟ ଶୁଭ୍ରାଂଶୁ ଶେଖର ମିଶ୍ର ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri