Posted inଜାତୀୟ

‘ରଘୁପତି ରାଘବ’ ଗାନକୁ ମେହବୁବାଙ୍କ ବିରୋଧ

ଶ୍ରୀନଗର,୨୧ା୯: କଶ୍ମୀରୀ ଛାତ୍ରୀଛାତ୍ର କ୍ଲାସରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ରଘୁପତି ରାଘବ ରାଜା ରାମ’ ଗାନକୁ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତି ବିରୋଧ କରିଛନ୍ତି। ପିଲାମାନେ ଉକ୍ତ ଭଜନ ଗାଇବା ବେଳର ଭିଡିଓକୁ ପିଡିପି ନେତ୍ରୀ ଶେୟାର କରିବା ସହ କେନ୍ଦ୍ର ହିନ୍ଦୁତ୍ୱ ଏଜେଣ୍ଡାର ପ୍ରଚାର କରୁଥିବା ଅଭିଯୋଗ କରିଛନ୍ତି। ଧର୍ମୀୟ ବିଦ୍ୱାନମାନଙ୍କୁ ଜେଲ୍‌ରେ ଭର୍ତ୍ତି କରିବା, ଜାମା ମସ୍‌ଜିଦ ବନ୍ଦ କରିବା ଏବଂ ସ୍କୁଲ୍‌ ପିଲାଙ୍କୁ ହିନ୍ଦୁ ପ୍ରାର୍ଥନା ଗାଇବା ଲାଗି ନିର୍ଦ୍ଦେଶ ଦେବା କଶ୍ମୀରରେ ବାସ୍ତବ ହିନ୍ଦୁତ୍ୱ ଏଜେଣ୍ଡାର ପ୍ରଚାର ବୋଲି ସ୍ପଷ୍ଟ ହୋଇଯାଇଛି। ତଥାକଥିତ ‘କଶ୍ମୀର ବଦଳୁଛି’ ନଁ।ରେ ଉପତ୍ୟକାବାସୀଙ୍କ ଉପରେ ହିନ୍ଦୁତ୍ୱ କାର୍ଯ୍ୟଧାରା ଚାପି ଦିଆଯାଉଥିବା ମେହବୁବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri