୨୩ରୁ ଜିଓ ମାର୍ଟରେ ପାର୍ବଣ ସେଲ୍‌

ନୂଆଦିଲ୍ଲୀ,୨୨।୯: ରିଲାଏନ୍ସ ଗ୍ରୁପ୍‌ର ରିଟେଲ ଚେନ୍‌ ଜିଓ ମାର୍ଟ ଏବଂ ସ୍ମାର୍ଟ ବଜାରରେ ପାର୍ବଣ ସେଲ୍‌ ‘ତ୍ୟୋହାର ରେଡି ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ପାର୍ବଣ (ନବରାତ୍ରି, ଦଶହରା, ଦୀପାବଳି) ଅବସରରେ ଉଭୟ ଜିଓ ମାର୍ଟ ଏବଂ ସ୍ମାର୍ଟ ବଜାର ପକ୍ଷରୁ ଆକର୍ଷଣୀୟ ଅଫର ମଧ୍ୟ ପ୍ରଦାନ କରାଯାଉଛି। ଏହି ଅଫର ଚଳିତ ମାସ ୨୩ରୁ ୨୭ ସେପ୍ଟେମ୍ବର ପର୍ଯ୍ୟନ୍ତ ସାରା ଦେଶର ଜିଓ ମାର୍ଟରେ ଉପଲବ୍ଧ ରହିବ। ଏପରିକି ଏହାର ୨୭୦୦ରୁ ଅଧିକ ସ୍ମାର୍ଟ ଷ୍ଟୋର ସମେତ ସ୍ମାର୍ଟ ବଜାର, ସ୍ମାର୍ଟ ସୁପର ଷ୍ଟୋର,ସ୍ମାର୍ଟ ପଏଣ୍ଟ ଏବଂ ରିଲାଏନ୍ସ ଫ୍ରେସ୍‌ଗୁଡିକରେ ମଧ୍ୟ ବୈଧ।

ଏହି ଅଫର ଅବଧି ମଧ୍ୟରେ ଗ୍ରାହକ ବିଭିନ୍ନ ବର୍ଗର ପୋଷାକ (ଆପାରେଲ) ସାଙ୍ଗକୁ ଗୃହୋପକରଣ (ହୋମ୍‌ ଡେକର) ଫର୍ନିସିଂ ଇଲେକ୍ଟ୍ରୋନିକ୍ସ,ଗୋସେରି ଭଳି ଅନେକ କିଛି ସାମଗ୍ରୀ ସୁବିଧା ଓ ସୁଲଭ ମୂଲ୍ୟରେ ଉଭୟ ଅଫ୍‌ଲାଇନ ଏବଂ ଅନ୍‌ଲାଇନ (ଜିଓ ମାର୍ଟ ଆପ୍‌) ଜରିଆରେ ମଧ୍ୟ କାରବାର କରିପାରବେ ବୋଲି କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଅଭିନେତ୍ରୀ ଦିବ୍ୟା ଦତ୍ତା ଚଳିତ ପାର୍ବଣ ଅଭିଯାନରେ ସାମିଲ ହୋଇଛନ୍ତି। ସେହିଭଳି ପାର୍ବଣ ଅବସରରେ ଗ୍ରାହକ ମିଠା ଓ ଫଳ ଉପହାର ପ୍ୟାକେଟରେ ୫୦%ର ରିହାତି ପାଉଥିବା ବେଳେ ଆପାରେଲ ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦ ଉପରେ ପ୍ରାୟ ୮୦% ପର୍ଯ୍ୟନ୍ତ ରିହାତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri