ଏମ୍‌ଆଣ୍ଡଏମ୍‌ ଫାଇନାନ୍‌ସିଆଲକୁ ଆର୍‌ବିଆଇର ତାଗିଦ

ନୂଆଦିଲ୍ଲୀ,୨୩।୯:ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ପକ୍ଷରୁ ଗୁରୁବାର ମହିନ୍ଦ୍ରା ଏବଂ ମହିନ୍ଦ୍ରା ଫାଇନାନ୍‌ସିଆଲ ଲିମିଟେଡ (ଏମ୍‌ଏମ୍‌ଏଫ୍‌ଏସ୍‌ଏଲ୍‌)ର ଆର୍ଥିକ ସେବା ଋଣ ପୁନରୁଦ୍ଧାର କାର୍ଯ୍ୟ ପାଇଁ ୩ୟ ପକ୍ଷ ବ୍ୟବସ୍ଥାର ବ୍ୟବହାରକୁ ବନ୍ଦ କରିବାକୁ ଆରବିଆଇ ତାଗିଦ କରିବା ସହ କଡା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ସେହିଭଳି ଆରବିଆଇର ଅଧିନିୟମ ୧୯୩୪ର ଧାରା ୪୫ଏଲ (୧)(ବି) ଅନୁଯାୟୀ ନିଜର କ୍ଷମତାକୁ ବ୍ୟବହାର କରି ଏମଏମଏଫଏସଏଲ ମୁମ୍ବାଇକୁ ତୁରନ୍ତ ଆଉଟସୋର୍ସିଂ ମାଧ୍ୟମରେ କୌଣସି ପୁନରୁଦ୍ଧାର କିମ୍ବା ପୁନଃନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବ୍ୟାଙ୍କର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବ୍ୟବସ୍ଥା, ନିୟାମକ ଏକ ବିବୃତିରେ କହିଛନ୍ତି। ଅବଶ୍ୟ ଉକ୍ତ ଏନବିଏଫସି ନିଜସ୍ବ କର୍ମଚାରୀଙ୍କ ମାଧ୍ୟମରେ ପୁନରୁଦ୍ଧାର କିମ୍ବା ପୁନଃନିର୍ମାଣ କାର୍ଯ୍ୟକଳାପ ଜାରି ରଖିପାରେ। ହେଲେ ଆରବିଆଇର ନିୟମାବଳୀ ମଧ୍ୟରେ ସମସ୍ତ କାର୍ଯ୍ୟ ହେବା ଆବଶ୍ୟକ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ଝାଡଖଣ୍ଡର ହଜାରିବାଗରେ ଋଣ ଆଦାୟ ସହ ଟ୍ରାକ୍ଟର ଜବତ କରିବାକୁ ଯାଇଥିବା ଏମଏମଏଫଏସଏଲର ୩ୟ ପକ୍ଷ କର୍ମଚାରୀ (ଏଜେଣ୍ଡ) ଜଣେ ୨୭ବର୍ଷ ବୟସ୍କା ଗର୍ଭବତୀ ମହିଳାଙ୍କ ଉପରେ ଗାଡି ଚଢ଼ାଇ ଦେବା ଘଟଣାରୁ ଏଭଳି ନିଷ୍ପତ୍ତି ହୋଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri