Posted inଫୁରସତ

ଆପଣ ଜାଣିଛନ୍ତି କି ପୃଥିବୀରେ ପିମ୍ପୁଡ଼ିଙ୍କ ସଂଖ୍ୟା କେତେ?

ପୃଥିବୀରେ ପିମ୍ପୁଡ଼ିଙ୍କ ସଂଖ୍ୟା ଅଧିକ ରହିଛି ବୋଲି ଆମେ ଶୁଣିଛେ। ଯାହାକୁ ଆକଳନ କରିବା ଆମ ପକ୍ଷେ ସମ୍ଭବ ନୁହେଁ। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ପୃଥିବୀରେ ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ କିମ୍ବା ୨୦ କ୍ୱାଡ୍ରିଲିଅନ ପିମ୍ପୁଡ଼ି ଅଛନ୍ତି ବୋଲି ଅନୁମାନ କରାଯାଇଛି। ଏହା ଜନସଂଖ୍ୟା ତୁଳନାରେ ୨.୫ ମିଲିୟନ ଗୁଣ ଅଧିକ । ହେଲେ ଏମାନଙ୍କ ସଠିକ୍‌ ସଂଖ୍ୟା କହିବା କଷ୍ଟକର ଅଟେ। ଅଷ୍ଟ୍ରେଲିଆ, ଜର୍ମାନୀ ଏବଂ ହଂକଂର ଏକ ଅନୁସନ୍ଧାନକାରୀ ଦଳ ୪୮୯ ଅଧ୍ୟୟନର ବିଶ୍ଳେଷଣ କରିଥିଲେ। ଯାହା ସମସ୍ତ ଦେଶର ବିଭିନ୍ନ ବାସସ୍ଥାନରେ ମାଟି ଏବଂ ଗଛରେ ବାସ କରୁଥିବା ପିମ୍ପୁଡ଼ି ଉପରେ ତଥ୍ୟ ସଂଗ୍ରହ କରିଥିଲା। ଏହି ଅନୁସନ୍ଧାନ ବୈଜ୍ଞାନିକମାନଙ୍କୁ ଇକୋସିଷ୍ଟମରେ ପିମ୍ପୁଡ଼ିର ଭୂମିକା ବାବଦରେ ଜାଣିବାକୁ ସାହାଯ୍ୟ କରିପାରିବ ଏବଂ ଜଳବାୟୁ ପରିବର୍ତ୍ତନ ଭଳି ବିପଦ ସମୟରେ ଏହି କୀଟପତଙ୍ଗ ଏବଂ ଅନ୍ୟମାନେ କିପରି ପ୍ରଭାବିତ ହୋଇଥାନ୍ତି ତାହାର ଆକଳନ କରିବାର ଏକ ଉପାୟ ପ୍ରଦାନ କରିବ। ଅନୁସନ୍ଧାନକାରୀ କହିବା ଅନୁଯାୟୀ, ପୃଥିବୀର ସମୁଦାୟ ପିମ୍ପୁଡ଼ି ପ୍ରକୃତରେ ପୃଥିବୀର ସମସ୍ତ ବଣୁଆ ପକ୍ଷୀ ଏବଂ ସ୍ତନ୍ୟପାୟୀ ପ୍ରାଣୀଙ୍କଠାରୁ ଅଧିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri