Posted inଫୁରସତ

ବୁକର ବିଜୟିନୀ ହିଲାରି ମାଣ୍ଟେଲ୍‌ଙ୍କ ବିୟୋଗ

ଇଂଲଣ୍ଡ: ବୁକର୍‌ ପୁରସ୍କାର ବିଜୟିନୀ ହିଲାରି ମାଣ୍ଟେଲ୍‌ଙ୍କ ବିୟୋଗ ଗୁରୁବାର ଇଂଲଣ୍ଡରେ ଥିବା ତାଙ୍କ ବାସଭବନରେ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ବହୁଲୋକପ୍ରୀୟ ପୁସ୍ତକ ‘ଓଲ୍‌ଫ ହଲ୍‌’ର ଲେଖିକା ହେଉଛନ୍ତି ହିଲାରି। ଉଚ୍ଚକୋଟିର ଲେଖନୀ ପାଇଁ ସେ ଦୁଇଥର ବୁକର ପୁରସ୍କରରେ ପୁରସ୍କୃତ ହୋଇଛନ୍ତି। ଓଲ୍‌ଫ ହଲ୍‌ ପାଇଁ ତାଙ୍କୁ ୨୦୦୯ରେ ଏବଂ ୨୦୧୨ରେ ଫଲୋ-ଅପ୍‌ ବ୍ରିଙ୍ଗ୍‌ ଅପ୍‌ ପାଇଁ ମଧ୍ୟ ତାଙ୍କୁ ବୁକର ସମ୍ମାନରେ ସମ୍ମାନିତ କରାଯାଇଥିଲା। ‘ଓଲ୍‌ଫ ହଲ୍‌’ ଉପନ୍ୟାସର ନିସ୍କର୍ଷକୁ ସେ ‘ଦ ମିରର୍‌ ଆଣ୍ଡ୍‌ ଲାଇଟ୍‌’ରେ ଲେଖିଥିଲେ, ଯାହା ୨୦୨୦ରେ ପ୍ରକାଶଲାଭ କରିଥିଲା। ବୁକର ପ୍ରାଇଜ୍‌ ପାଇଁ ଏହି ପୁସ୍ତକ ମନୋନୀତ କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ‘ଦ ମିରର ଆଣ୍ଡ ଲାଇଟ୍‌’କୁ ଓ୍ବାଲଟର ସ୍କଟ୍‌ ପ୍ରାଇଜ୍‌ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri