ନକଲି ଔଷଧ କାରବାର: ଔଷଧ ଯୋଗାଉଥିବା ୨ ବ୍ୟବସାୟୀ ଚିହ୍ନଟ

କଟକ ଅଫିସ,୨୪।୯: କଟକ ନକଲି ଔଷଧ କାରବାର ମାମଲାରେ ବିହାରର ଦୁଇ ବ୍ୟବସାୟୀଙ୍କୁ ପୋଲିସ ଚିହ୍ନଟ କରିଛି। ଏହି ୨ ଜଣ ନକଲି ଔଷଧ ଯୋଗାଉଥିବା ଜଣାପଡ଼ିଛି। ଏ ନେଇ କଟକ ଡିସିପି ପିନାକ ମିଶ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, କଟକ ନକଲି ଔଷଧ କାରବାରରେ ଔଷଧ ଯୋଗାଉଥିବା ଦୁଇ ବ୍ୟବସାୟୀଙ୍କୁ ପୋଲିସ ଚିହ୍ନଟ କରିଛି। ଏହାସହ ନକଲି ଔଷଧ ଉତ୍ପାଦନ କେଉଁଠାରେ ହେଉଥିଲା କମିଶନରେଟ ପୋଲିସ ଏହାର ଯାଞ୍ଚ କରୁଛି । ସେ ଆହୁରି କହିଛନ୍ତି ଏହି ରାକେଟରେ ଆହୁରି କିଛି ଲୋକଙ୍କ ସମ୍ପୃକ୍ତି ରହିଛ, ଯାହାକୁ ନେଇ ପୋଲିସକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri