ଭୁବନେଶ୍ବର ଫେରିବା ପରେ ପ୍ରତିକ୍ରିୟା ରଖିଲେ ହକି ଇଣ୍ଡିଆର ନବନିର୍ବାଚିତ ସଭାପତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀ ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆଗାମୀ ଦିନରେ ସାରା ଦେଶରେ ହକିର ବିକାଶ ମୋର ଲକ୍ଷ । ବିଶେଷକରି ତୃଣମୂଳ ସ୍ତରରେ କିପରି ହକିକୁ ପହଞ୍ଚାଯାଇ ପାରିବ ସେ ନେଇ କାମ କରିବି ଆଗାମୀ ଅଲିମ୍ପିକ୍ସରେ ଭାରତ କିପରି ସ୍ବର୍ଣ୍ଣ ଜିତିବ ତାଉପରେ ଫୋକସ ରହିବ ।

ଏଫ୍‌ଆଇଏଚ୍‌ ସହ ଆଲୋଚନା କରି ହକି ଇଣ୍ଡିଆ ଲିଗ କିପରି ଭାବେ ପୁଣିଥରେ ଆରମ୍ଭ ହୋଇପାରିବ ସେନେଇ ଚେଷ୍ଟା କରିବେ ବୋଲି କହିଛନ୍ତି । ଶୁକ୍ରବାର ନିର୍ଦ୍ୱନ୍ଦରେ ହକି ଇଣ୍ଡିଆ ସଫାପତି ଭାବେ ନିର୍ବାଚିତ ହେବା ପରେ ମଙ୍ଗଳବାର ତିର୍କୀ ଭୁବନେଶ୍ବର ପହଞ୍ଚିଛନ୍ତି । ବିମାନ ବନ୍ଦରରେ ପହଞ୍ଚିବା ପରେ କ୍ରିଡ଼ା ବିଭାଗ ଅଧିକାରୀ ଉପସ୍ଥିତ ରହି ତାଙ୍କୁ ବିପୁଳ ସ୍ବାଗତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri