Posted inଫୁରସତ

ହାଓ୍ବଡା ବ୍ରିଜ୍‌

କଲିକତା ସହରରେ ଥିବା ହାଓ୍ବଡା ବ୍ରିଜ୍‌ର ନିଆରା ନିର୍ମାଣ ଶୈଳୀ ଏହାକୁ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱର ପର୍ଯ୍ୟଟକମାନଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି। ଜାଣିବା ଏହା ସମ୍ପର୍କରେ କିଛି ରୋଚକ ତଥ୍ୟ…

ମିଟର ଲମ୍ବ ବିଶିଷ୍ଟ ହାଓ୍ବଡା ବ୍ରିଜ୍‌କୁ ନିର୍ମାଣ କରିବା ଲାଗି ୨୬,୫୦୦ ଟନ୍‌ ଷ୍ଟିଲ୍‌ ବ୍ୟବହାର କରାଯାଇଛି। ହେଲେ ଏହି ବ୍ରିଜ୍‌ର ବିଶେଷତ୍ୱ ହେଉଛି ଏଥିରେ ଭାରସାମ୍ୟ ରକ୍ଷା କରିବା ଲାଗି କୌଣସି ଖୁଣ୍ଟ ନିର୍ମାଣ କରାଯାଇନାହିଁ କିମ୍ବା ନଟ୍‌, ବୋଲ୍ଟ ମଧ୍ୟ ବ୍ୟବହାର ହୋଇ ନାହିଁ।
ପାଲ୍‌ମର୍‌ ଏବଂ ଟ୍ରିଟନ୍‌ ଏହି ବ୍ରିଜ୍‌ର ଡିଜାଇନ୍‌ କରିଥିବା ବେଳେ କ୍ଲେଭ୍‌ଲାଣ୍ଡ ବ୍ରିଜ୍‌ ଆଣ୍ଡ ଇଞ୍ଜିନିୟରିଂ କମ୍ପାନୀ ଏହାର ନିର୍ମାଣ କାର୍ଯ୍ୟ କରିଥିଲା।
ନିର୍ମାଣ କାର୍ଯ୍ୟ ୧୯୩୬ ମସିହାରେ ଆରମ୍ଭ ହୋଇ ୧୯୪୨ରେ ଶେଷ ହୋଇଥିଲା ଏବଂ ୧୯୪୩, ଫେବୃୟାରୀ ୩ ତାରିଖରେ ଉଦ୍‌ଘାଟନ ହୋଇଥିଲା।
୧୯୬୫, ଜୁନ୍‌ ୧୪ରେ ଏହାର ନାମ ପରିବର୍ତ୍ତନ କରି ରବୀନ୍ଦ୍ର ସେତୁ ରଖାଯାଇଥିଲା ହେଲେ ଏହା ହାଓ୍ବଡା ବ୍ରିଜ୍‌ ନାମରେ ହିଁ ଜଣାଶୁଣା।
ଖୁବ୍‌ ସୁନ୍ଦର ଲାଇଟ୍‌ ଡେକୋରେଶନ୍‌ କରାଯାଇଛି। ତେଣୁ କେବଳ ଦିନ ନୁହେଁ ରାତିରେ ଏହାର ଦୃଶ୍ୟ ଖୁବ୍‌ ଦୃଷ୍ଟି ଆକର୍ଷକ ହୋଇଥିବାରୁ କେବଳ ବଙ୍ଗାଳୀ ନୁହେଁ ଅନେକ ଭାଷାଭାଷୀର ଚଳଚ୍ଚିତ୍ର ଶୁଟିଂ ଏହା ଉପରେ ଶୁଟିଂ କରାଯାଇଛି।
ବ୍ରିଜ୍‌ ଉପରେ ଦୈନିକ ପ୍ରାୟ ୧ ଲକ୍ଷ ଯାନବାହନ ଚଳାଚଳ କରୁଥିବା ବେଳେ ପ୍ରାୟ ଦେଢ଼ ଲକ୍ଷ ପଦଚାରୀ ଯାତାୟାତ କରିଥା’ନ୍ତି। ଏଣୁ ଏହାକୁ ପୃଥିବୀର ସର୍ବାଧିକ ଗହଳି ବ୍ରିଜ୍‌ମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ କରାଯାଇଥାଏ।
ପୋର୍ଟ ଟ୍ରଷ୍ଟ ପକ୍ଷରୁ ଏହି ବ୍ରିଜ୍‌ରୁ ପକ୍ଷୀମଳ ଏବଂ ଅନ୍ୟାନ୍ୟ ଆବର୍ଜନା ସଫା କରିବା ଲାଗି ବାର୍ଷିକ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri