ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି। ମୃତକ ହେଲେ ଲିଙ୍ଗରାଜ ସାହୁଙ୍କ ଝିଅ…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଅଭିଯୁକ୍ତ ଜଣକ ସାଥୀ ଛାତ୍ର…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର କିଛି ଦିନ ଧରି ମୁମ୍ବାଇ, ପୁଣେ…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ ଅଧିକ ବଢ଼ୁଛି ଭୂତଳ ଜଳ ଉପରେ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା କରାଯିବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଜୟ ପଣ୍ଡାଙ୍କ…

ପାକିସ୍ତାନୁ ୪୪୦ ବୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ….

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ। ପାକିସ୍ତାନ ICC ସମ୍ମୁଖରେ…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା ଦୁଃସ୍ବପ୍ନ ପାଲଟିଗଲେ କଥା ସରିଲା। ମେଳା ଭିତରେ ଭଳିକିଭଳି ଦୋଳି ପିଲା ସହ…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ଅଭିଯୋଗ କରିଛନ୍ତି। ଉକ୍ତ ଦମ୍ପତି ଓ ପାକିସ୍ତାନୀ ନାଗରିକ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍‌ରେ ଥିବା ବସ୍ତୁର ଫଟୋ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି। ବିଶେଷ କରି ଜନସଂଖ୍ୟା ସନ୍ତୁଳନ ରକ୍ଷା ପାଇଁ ସେ ‘୩ ସନ୍ତାନ’ ନୀତି…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ ଦିଆଯାଇଛି ବୋଲି ସଫେଇ ଦେଇଛନ୍ତି । ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଜି ଏମକେସିଜି…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନା ସମୟରେ, ଦୁଇ ଦେଶ ସାଂସ୍କୃତିକ, ଅର୍ଥନୈତିକ ଏବଂ ରଣନୈତିକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri