Posted inଜାତୀୟ

ଶିକ୍ଷକଙ୍କ ମାଡ଼ରେ ଆହତ ଦଳିତ ଛାତ୍ରଙ୍କ ମୃତ୍ୟୁ

ଲକ୍ଷ୍ନୌ,୨୭।୯ : ଉତ୍ତରପ୍ରଦେଶର ଔରାୟା ଜିଲାରେ ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ହୋଇଥିବା ଦଶମ ଶ୍ରେଣୀର ଜଣେ ଦଳିତ ଛାତ୍ର ୧୯ ଦିନ ପରେ ଆଖି ବୁଜିଛନ୍ତି। ଗତ ୭ ତାରିଖରେ ସ୍କୁଲରେ ଚାଲିଥିବା ସାମାଜିକ ବିଜ୍ଞାନ ପରୀକ୍ଷାରେ ନିଖିତ ଡୋହରେ ନାମକ ୧୫ ବର୍ଷୀୟ ଛାତ୍ର ଗୋଟିଏ ଶବ୍ଦର ଭୁଲ୍‌ ବନାନ କରିବାରୁ ଉଚ୍ଚଜାତିର ଶିକ୍ଷକ ଜଣକ ତାଙ୍କୁ ଲୁହାରଡ୍‌ରେ ପିଟିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଇଟାଓ୍ବା ଜିଲାର ଏକ ସ୍ପେଶିଆଲାଇଜ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଛାତ୍ର ବାପାଙ୍କ ଅଭିଯୋଗ ଅନୁଯାୟୀ, ଶିକ୍ଷକ ଅଶ୍ୱିନୀ ସିଂ ଅତି ନିର୍ଦ୍ଦୟ ଭାବେ ରଡ୍‌, ଲାଠିରେ ପିଟିବା ସହ ଗୋଇଠା ମାରିବାରୁ ଛାତ୍ରଜଣକ ସଂଜ୍ଞାହୀନ ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri