Posted inଜାତୀୟ

ମିଶନ ୨୦୨୪ ପାଇଁ ଭାଜପାର ପ୍ରସ୍ତୁତି, ନଡ୍ଡାଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୭।୯ : ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗନ ପ୍ରକାଶ ନାଡ୍ଡା ମଙ୍ଗଳବାର ଦିଲ୍ଲୀରେ ରାଜ୍ୟ ଦାୟିତ୍ୱରେ ଥିବା ମୁଖ୍ୟଙ୍କ ସହିତ ବୈଠକ କରି ଲୋକ ସଭା ନିର୍ବାଚନ ଅନ୍ତର୍ଗନ ମିଶନ ୨୦୨୪ ଯୋଜନାର ସମୀକ୍ଷା କରିବେ।

ଏହି ବୈଠକ ପୂର୍ବରୁ ସମସ୍ତ ଇନ-ଚାର୍ଜ ମଧ୍ୟ ନିଜ ଦାୟିତ୍ୱରେ ସମ୍ପୃକ୍ତ ରାଜ୍ୟ ଗସ୍ତ କରୁଛନ୍ତି। ସଂଗଠନକୁ ମଜବୁତ କରିବା ପାଇଁ ରାଜ୍ୟରେ ଏଭଳି ବୈଠକ ମଧ୍ୟ ଅନୁଷ୍ଠିତ ହେଉଛି ଏବଂ କେନ୍ଦ୍ରୀୟ ନେତୃତ୍ୱ ବାରମ୍ବାର ବିଭିନ୍ନ ରାଜ୍ୟ ଗସ୍ତ କରିଛନ୍ତି। ନଡ୍ଡା ଚଳିତ ମାସରେ ତାମିଲନାଡୁକୁ ଦୁଇ ଦିନିଆ ଗସ୍ତରେ ଯାଇଥିଲେ। ଏହି ଗସ୍ତ ସମୟରେ ସେ ଦଳର ନେତାଙ୍କ ସହ ସାଂଗଠିକ ବୈଠକ କରିଥିଲେ।

ସେହିପରି ତାମିଲନାଡୁର ଏହି ଯାତ୍ରା ପୂର୍ବରୁ ନଡ୍ଡା ମଧ୍ୟ ୨୦ ସେପ୍ଟେମ୍ବରରେ ଗୁଜୁରାଟର ଦୁଇ ଦିନିଆ ଯାତ୍ରା କରିଥିଲେ। ଏହି ଅବସରରେ ନଡ୍ଡା କୃଷକମାନଙ୍କ ସହ ଏକ ବୈଠକରେ ଅଂଶଗ୍ରହଣ କରିଥିଲେ ଏବଂ ଗତ ବିଧାନସଭା ନିର୍ବାଚନ ପରଠାରୁ ରାଜ୍ୟରେ ବିଭିନ୍ନ ନିର୍ବାଚନରେ ଜିତିଥିବା ଦଳର ଜନ ପ୍ରତିନିଧୀଙ୍କୁ ଭେଟିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri