Posted inଜାତୀୟ

ନକ୍ସଲ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଶହୀଦ

ରାୟପୁର,୨୮।୯: ଛତିଶଗଡର ବିଜାପୁରରେ ନକ୍ସଲ ପକ୍ଷରୁ ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏଥିରେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଏହି ଆଇଇଡି ବିସ୍ଫୋରଣ ବୁଧବାର ସନ୍ଧ୍ୟା ୬.୨୦ରେ ପାମେଡ ଅଞ୍ଚଳରେ ଘଟିଥିବା ବସ୍ତର ଆଇଜି ପି ସୁନ୍ଦରରାଜ ସୂଚନା ଦେଇଛନ୍ତି।
ଶହୀଦ ଯବାନଙ୍କ ନାମ ସତ୍ୟପାଲ ସିଂ। ସେ ହରିୟାଣାର ବାସିନ୍ଦା ଥିଲେ। ଏକ ସପ୍ତାହ ପୂର୍ବରୁ ଛତିଶଗଡରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌) ଜଣେ ଯବାନ ନକ୍ସଲମାନଙ୍କ ଆକ୍ରମଣରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri