Posted inଜାତୀୟ

ବନ୍ଧୁତ୍ୱର ଲଢେଇ: ପରସ୍ପରକୁ କୋଳାଗ୍ରତ କଲେ ଦିଗ୍‌ବିଜୟ-ଥରୁର

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି। ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗେହଲଟ ଓହରିବା ପରେ ଏହି ନିର୍ବାଚନରେ ଶଶି ଥରୁର ଏବଂ ଦିଗ୍‌ବିଜୟ ସିଂ ଏହି ନିର୍ବାଚନରେ ଲଢିବେ ବୋଲି ଘୋଷଣା କରିଛନ୍ତି।
କଂଗ୍ରେସ ନେତା ଦିଗବିଜୟ ଗୁରୁବାର ଦଳର ଶଶି ଥରୁରଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁହେଁ ପରସ୍ପରକୁ କୋଳାଗ୍ରତ କରିଥିଲେ। ଥରୁର କହିଛନ୍ତି, ମୁଁ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଦିଗବିଜୟଙ୍କ ପ୍ରାର୍ଥୀତ୍ୱକୁ ସ୍ବାଗତ କରୁଛି। ଆମେ ଦୁହେଁ ସହମତ ହେଲୁ ଯେ ଆମର ସଂଗ୍ରାମ ପ୍ରତିଦ୍ୱନ୍ଦ୍ୱିତା ନୁହେଁ, ବରଂ ବନ୍ଧୁତାର ଲଢେଇ। ଆମେ କେବଳ ଚାହୁଁ ଯେ ଯିଏ ବି ଜିତିବ, ବିଜୟ କଂଗ୍ରେସର ହିଁ ହେବ।
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସେପ୍ଟେମ୍ବର ୨୪ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ। ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୮। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ମତଦାନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri