ଢେଙ୍କାନାଳ ଗସ୍ତରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର

ଢେଙ୍କାନାଳ ଅଫିସ,୨୯ା୯: ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆରଡିସି) ଡ. ସୁରେଶ ଚନ୍ଦ୍ର ଦଳେଇ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗ ଓ ଓ୍ବାର୍ଡ ପରିଦର୍ଶନ କରିବା ସହ ଚିକିତ୍ସାଳୟକୁ ଆସୁଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।

ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଚିକିତ୍ସାଳୟରେ ବହୁ ଜରୁରୀ ଔଷଧ ମିଳୁ ନ ଥିବା ବେଳେ ଡାକ୍ତର ଅଭାବ ସମ୍ପର୍କରେ ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ ନିକଟରେ ଅଭିଯୋଗ କରିଥିଲେ। ନିକଟରେ ନୂତନ ଡାକ୍ତର ପଦବୀ ପାଇଁ ପରୀକ୍ଷା ଓ ପରେ ନିଯୁକ୍ତି ପ୍ରକ୍ରିୟା ହେବ। ନିଯୁକ୍ତି ପରେ ସମସ୍ୟା ସମାଧାନ ହେବ ବୋଲି କମିଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri