ଜେଲ୍‌ ଦଣ୍ଡାଦେଶ ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ମୋକିମ

କଟକ ଅଫିସ,୨୯।୯: ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ଏହାକୁ ନେଇ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ବ୍ୟବସାୟ କରି ବିରୋଧୀ ଦଳରୁ ରାଜନୀତି କଲେ ଏମିତି ସାମ୍ନା କରିବାକୁ ପଡେ। ଆମେ ଦେଢ କୋଟି ଟଙ୍କା ଋଣ ନେଇଥିଲୁ । ଆଉ ୧.୨୬ କୋଟି ଶୁଝିଥିଲୁ। କୌଣସି ପ୍ରକାର ଅନୀତି ହୋଇନାହିଁ ବୋଲି କହିଛନ୍ତି ମୋକିମ। ଏବେ ମୁଁ ଜାମିନ୍‌ରେ ଅଛି । ଆସନ୍ତାକାଲି ହାଇକୋର୍ଟରେ ରାୟ ବିରୁଦ୍ଧରେ ମୁଁ ପୁଣି ଆପିଲ କରିବି ବୋଲି ସେ କହିଛନ୍ତି ।

ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ ।ଏହାସହ ପୂର୍ବତନ ଆଇଏଏସ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri