ମାଥିଲିରେ ପୋଲିସର ଫ୍ଲାଗ ମାର୍ଚ୍ଚ 

ମାଥିଲି, ୧।୧୦(ଡି.ଏନ.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ସଦରରେ ଶୁକ୍ରବାର ପୋଲିସର ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଆଇଆଇସି ସୂର୍ଯ୍ୟପ୍ରକାଶ ନାୟକଙ୍କ ନେତୃତ୍ୱରେ ଫ୍ଲାଗ ମାର୍ଚ୍ଚ ଥାନା ପରିସରରୁ ବାହାରି ହସ୍ପିଟାଲ ଯାଏ ଯାଇଥିଲା। ପୋଲିସର ସମସ୍ତ କର୍ମଚାରୀଙ୍କ ସମେତ ଆଇଆରବି ଯବାନମାନେ ଏଥିରେ ସାମିଲ ହୋଇଥିଲେ। ଆସନ୍ତା ଦଶହରାରେ କିପରି ମାଥିଲି ଅଞ୍ଚଳରେ ଶାନ୍ତିଶୃଙ୍ଖଳାର ସହ ଅନୁଷ୍ଠିତ ହେବ ତାହାକୁ ଦୃଷ୍ଟିରେ ରଖି ଏହି ଫ୍ଲାଗ ମାର୍ଚ୍ଚ କରାଯାଇଥିଲା। ଫ୍ଲାଗ ମାର୍ଚ୍ଚକୁ ମାଥିଲି ଦଶହରା ପୂଜା କମିଟିର ସଦସ୍ୟମାନେ ସ୍ବାଗତ କରିବା ସହ ମାଥିଲିରେ ଦଶହରା ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବାକୁ ଉଦ୍ୟମ ହେଉଥିବା ପୋଲିସ ଅଧିକାରୀଙ୍କୁ ଜଣାଇଥିଲେ। ମାଥିଲି ପରେ ଗୋବିନ୍ଦପାଲିରେ ମଧ୍ୟ ଅନୁରୂପ ଭାବେ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା ଏଠାରେ ବଜାର ଛକରୁ ପୋଲିସ ଚେକଗେଟ ପର୍ଯ୍ୟନ୍ତ ଶୋଭାଯାତ୍ରା କରାଯାଇଥିବା ଆଇଆଇସି ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri