ଆଜି ରାଜ୍ୟରେ ୧୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୭୦୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୯, ବରଗଡ଼ରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୨, ବୌଦ୍ଧରୁ ୨, କଟକରୁ ୧, ଦେବଗଡ଼ରୁ ୩, ଗଜପତିରୁ ୫, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୬, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୩୦, କୋରାପୁଟରୁ ୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୩, ନୂଆପଡ଼ାରୁ ୬, ପୁରୀରୁ ୫, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୪, ସୁବର୍ଣ୍ଣପୁରରୁ ୩, ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri