Posted inଜାତୀୟ

୬ ରାଜ୍ୟର ୭ ବିଧାନସଭା ଆସନ ପାଇଁ ୩ ନଭେମ୍ବରରେ ହେବ ଉପ ନିର୍ବାଚନ, ୬ ନଭେମ୍ବରରେ ଫଳାଫଳ

ନୂଆଦିଲ୍ଲୀ,୩ ।୧୦: ଦେଶର ୬ଟି ରାଜ୍ୟର ୭ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନର ତାରିଖ ସ୍ଥିର ହୋଇଛି । ହରିୟାଣା, ଉତ୍ତର ପ୍ରଦେଶ, ବିହାର, ମହାରାଷ୍ଟ୍ର ତେଲେଙ୍ଗାନା ଓ ଓଡ଼ିଶାର ୭ ବିଧାନସଭା ଆସନ ଲାଗି ଉପନିର୍ବାଚନ କରାଯିବ । ନଭେମ୍ବର ୩ରେ ଏ ସମସ୍ତ ବିଧାନସଭା ଆସନ ଲାକି ଭୋଟ ଗ୍ରହଣ କରାଯାଉଥିବା ବେଳେ ଏହାର ଫଳଫଳ ୬ ନଭେମ୍ବରରେ ଜଣାପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri