Odisha Elections 2024

ନିଆରା ଉଦାହରଣ ସୃଷ୍ଟି କରିଛି ସାପ-ମଣିଷ ସମ୍ପର୍କ

ମାଲକାନଗିରି, ୩ା୧୦(ଡି.ଏନ.ଏ.): ସମ୍ପର୍କ କେବଳ ବାପ ପୁଅ, ମାଆ ଝିଅ ଓ ଝିଅପୁଅଙ୍କ ମଧ୍ୟରେ ହୋଇ ନ ଥାଏ। ପଶୁ, ପକ୍ଷୀ ଓ ସରିସୃପଙ୍କ ମଧ୍ୟରେ ବି ଗଢି ଉଠିଥାଏ। ମାଳକାନଗିରି ଜିଲାରେ ସାପ ମଣିଷ ମଧ୍ୟରେ ଗଢି ଉଠିଥିବା ପ୍ରେମ ସମ୍ପର୍କ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏକ ବିଷଧର ସାପ ସହ ଜଣେ ମହିଳାଙ୍କ ସମ୍ପର୍କ ଗଢି ଉଠିଛି। ମାଲକାନଗିରି ଜିଲା ନିଲିମାରି ଗ୍ରାମରେ ରହନ୍ତି ନିଲକଣ୍ଠ ଭୂମିଆଙ୍କ ପରିବାର। ନିଳକଣ୍ଠଙ୍କ ଚାଳ ଛପର ଘରେ ସାପଙ୍କ ପାଇଁ କରାହୋଇଛି ଉଇ ହୁଙ୍କାରେ ଘର। ଯେଉଁ ଉଇ ହୁଙ୍କାରେ ରହୁଛନ୍ତି ଦୁଇଟି ବିଷାକ୍ତ ସାପ ଏହି ଦୁଇ ସାପ ଯେପରି ପରିବାର ସହ ରହୁଛନ୍ତି ସତେ ଯେପରି ସେମାନେ ପରିବାରର ସଦସ୍ୟ । ନିଳକଣ୍ଠଙ୍କ ବଡ ଝିଅ ଏହି ଦୁଇ ସାପଙ୍କୁ କ୍ଷୀର ପିଇବାକୁ ଦେବା ସହ ଫଳ ମୂଳ ମଧ୍ୟ ଖାଇବା ପାଇଁ ଦେଉଛନ୍ତି। ତାଙ୍କର ସାପମାନଙ୍କ ସହ ଏତେ ନିବିଡ ସମ୍ପର୍କ ରହିଛି ଯେ, ରାତିରେ ଶୋଇଥିବା ବେଳେ ସାପ ୨ଟି ତାଙ୍କ ପାଖକୁ ଆସୁଛନ୍ତି। ସେ ଘରେ ଯେଉଁ କାମ କରୁଥିଲେ ମଧ୍ୟ ତାଙ୍କ ପଛେ ପଛେ ସାପ ଯାଇଥାନ୍ତି । ସାପକୁ ଦେଖିବା ମାତ୍ରେ ଲୋକେ ଡରିବା ସହ ଘଉଡାଇ ଦିଅନ୍ତି, ମାତ୍ର ନିଲିମାରୀ ଗ୍ରାମରେ ସାପ ଓ ମଣିଷର ସମ୍ପର୍କ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ...

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌: ଗ୍ରାହକ ସାଜି ମାଡ଼ି ବସିଲା ବନବିଭାଗ

ଖଡ଼ିଆଳ,୨୬।୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନାଞ୍ଚଳ ପକ୍ଷରୁ ଚଢ଼ାଉ କରାଯାଇ ଏକ କଲରାପତରିଆ ବାଘଛାଲ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ...

୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା

ଛତ୍ରପୁର୨୬।୫(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ...

ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…

ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର...

ଯାତ୍ରୀ ଓହ୍ଲାଇବା ବେଳେ ସବାରୀ ଗାଡ଼ି ଉପରକୁ ମାଡିଗଲା ଟ୍ରକ: ଜଣେ ମୃତ, ୮ ଆହତ

ବାରିପଦା,୨୬।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟ ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି।...

ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ...

ବୃଦ୍ଧଙ୍କୁ ଧକ୍କା ଦେଲା କାର୍‌

ଛତ୍ରପୁର,୧୬।୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ଠାରେ ଏକ କାର ଧକ୍କାରେ ବୃଦ୍ଧ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ୨ଟା...

ଛତ୍ରପୁର ବ୍ଲକ ଟପ୍ପର ହେଲେ ଅଭିପ୍ସା

ଛତ୍ରପୁର,୨୬।୫(ଦିଲ୍ଲୀପ ସାମଲ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୪ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି । ଏଥିରେ ଛତ୍ରପୁର ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri