Odisha Elections 2024
Posted inଜାତୀୟ

‘ଅପରେଶନ ଚକ୍ର’: ୧.୫ କୋଟି ଟଙ୍କା, ୧.୫ କେଜି ସୁନା ଜବତ

ନୂଆଦିଲ୍ଲୀ,୫।୧୦: ସିବିଆଇ ପକ୍ଷରୁ ‘ଅପରେଶନ ଚକ୍ର’ ମାଧ୍ୟମରେ ଦେଶରେ ବଡ଼ ଧରଣର ଅଭିଯାନ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସିବିଆଇ ଦେଶର ୧୦୫ଟି ସ୍ଥାନରେ ଚଢାଉ କରି ଇଣ୍ଟରନେଟ୍‌ ଆର୍ଥିକ ଠକେଇ ମାମଲାରେ ଜଡିତ ଥିବା ସାଇବର୍‌ ଅପରାଧୀଙ୍କ ନାମରେ ୧୧ଟି ମାମଲା ରୁଜୁ କରିଛି। ସିବିଆଇ ରାଜସ୍ଥାନର ରାଜସାମଣ୍ଡ ଜିଲାରୁ ୧.୫ କୋଟି ଟଙ୍କା ଏବଂ ୧.୫ କିଲୋଗ୍ରାମ ସୁନା ଜବତ କରିଛି। ଅହମ୍ମଦାବାଦ ଏବଂ ପୁଣେସ୍ଥିତ ଦୁଇଟି କଲ୍‌ ସେଣ୍ଟରରେ ମଧ୍ୟ ଚଢାଉ କରାଯାଇଛି। ଏଫ୍‌ବିଆଇ, ଇଣ୍ଟରପୋଲ, ରୟାଲ କାନାଡୀୟ ମାଉଣ୍ଟ ପୋଲିସ ଏବଂ ଅଷ୍ଟ୍ରେଲିଆ ଫେଡେରାଲ ପୋଲିସର ଇନ୍‌ପୁଟକୁ ଆଧାର କରି ଏହି ଅପରେଶନ ଚାଲିଛି।

ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଅପରେଶନ ଅଧୀନରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ୪ଟି ସ୍ଥାନରେ ଚଢାଉ କରାଯାଇଥିବା ବେଳେ ଦିଲ୍ଲୀରେ ୫ଟି, ଚଣ୍ଡିଗଡ଼ରେ ୩ଟି ଏବଂ ପଞ୍ଜାବ, କର୍ନାଟକ ଏବଂ ଆସାମରେ ଦୁଇଟି ସ୍ଥାନରେ ଚଢାଉ କରାଯାଇଛି। ଆଗକୁ ଏହି ଚଢାଉ ଜାରି ରହିବ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତ ଘରେ ପଶି ମାରୁଛି: କାହିଁକି ଏମିତି କହିଲେ ପାକିସ୍ତାନ ରାଷ୍ଟ୍ରଦୂତ

ନ୍ୟୁୟର୍କ,୨୨।୫:ନୂଆ ଭାରତ ଘରେ ପ୍ରବେଶ କରି ହତ୍ୟା କରେ। ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି।...

ପ୍ରଧାନମନ୍ତ୍ରୀ ଭୋଟ ପାଇଁ ତାମିଲଙ୍କୁ ବଦନାମ କରନ୍ତୁ ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଓଡ଼ିଶାକୁ ପ୍ରଚାରରେ ଆସିବାବେଳେ ପ୍ରତିଥର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇ ରାଜ୍ୟର ଶାସକ ବିଜୁ...

ବିମାନ ଧକ୍କାରେ ୪୦ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ

ମୁମ୍ବାଇ, ୨୨।୫: ଏମିରେଟ୍‌ସ ଏୟାରଲାଇନ୍ସର ଏକ ବିମାନ ସହ ଧକ୍କା ହୋଇ ୪୦ରୁ ଅଧିକ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ ହୋଇଯାଇଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇର...

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri