Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ
କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। କୃତ୍ତିକା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ପରିବାରର ଅବୁଝା ବ୍ୟକ୍ତିଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ସମୟ କଟିବ। ବ୍ୟବସାୟିକ ସ୍ଥିତି ଓ ରାଜନୈତିକ ପରିସ୍ଥିତିି ଉନ୍ନତମାନର ହେବ।
ବୃଷ
ବୃଷ
ଫୁଲାଫୁଙ୍କିଆ ମିଜାଜରେ ସମୟର ଅପଚୟ କରି ପରିବାରରେ ରୋଷର କାରଣ ହେବେ । ସ୍ତ୍ରୀଙ୍କ ସମ୍ପର୍କରେ, ବାଣିଜ୍ୟ କ୍ଷେତ୍ରରେ, ପ୍ରତିଦ୍ୱନ୍ଦ୍ୱିତା କାରଣରୁ କିମ୍ବା ଜମିଜମା ସମ୍ବନ୍ଧୀୟ ମାନସିକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ । ରୋହିଣୀ ନକ୍ଷତ୍ର ଶିଥିଳ ମନ ନେଇ ଆଳସ୍ୟଜନିତ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ।
ମିଥୁନ
ମିଥୁନ
କେତେକ କ୍ଷେତ୍ରରେ କିମ୍ବା ବନ୍ଧୁଗହଣରେ ଆମତ୍ ବଡ଼ିମା ଦେଖାଇ ଉପହସିତ ହେବାକୁ ପଡ଼ିବ । ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବା ସୂଚନା ରହିଛି। ପୁନର୍ବସୁ ନକ୍ଷତ୍ର ସାହିତ୍ୟ ଓ ସଙ୍ଗୀତ ତଥା ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସୂଚନା ରହିଛି ।
କର୍କଟ
କର୍କଟ
ମନରେ ଆବେଗ ଭରି ରହିବ ଏବଂ କୌଣସି ସ୍ଥିର ନିଷ୍ପତ୍ତି ନେଇପାରିବେ ନାହିଁ । ଅଶ୍ଳେଷା ନକ୍ଷତ୍ର ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ। ଯାନବାହନ, କଳା, ସାହିତ୍ୟ, ରଚନାମତ୍କ କାର୍ଯ୍ୟରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ମଧ୍ୟରେ ପ୍ରିୟବ୍ୟକ୍ତିଟି ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି।
ସି˚ହ
ସି˚ହ
ବିଭିନ୍ନ ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରି ମନ ଚିନ୍ତା ସାଗରରେ ଭାସି ବୁଲିବ। ଅଫିସରେ କୌଣସି ଫାଇଲ କାମ ସମ୍ପର୍କରେ ଉପରିସ୍ଥଙ୍କୁ କୈଫୟତ୍‌ ଦେବାକୁ ପଡ଼ିପାରେ। ଭଲ ସମ୍ପର୍କ ନ ଥିବା ବିଜାତୀୟ ବ୍ୟକ୍ତି ଜଣେ ନିନ୍ଦାଗାନ ପୂର୍ବକ ଅପପ୍ରଚାର କରିପାରନ୍ତି। ମଘା ନକ୍ଷତ୍ର ପୁରୁଣା କଥାକୁ ବାରମ୍ବାର ଦୋହରାଇ ଅଶାନ୍ତ ରହିବେ।
କନ୍ୟା
ଭଲ କିମ୍ବା ମନ୍ଦର ଆଲୋଚନା ନ କରି ପୂର୍ବ ଯୋଜନାନୁଯାୟୀ କାମକୁ ବଢ଼ାଇ ନିଅନ୍ତୁ, ସବୁ ଠିକ୍‌ ଠାକ୍‌ ଚାଲିବ। ପ୍ରଶାସନ କିମ୍ବା ରାଜନୀତିରେ ସମସ୍ୟା ସମାଧାନରେ ସମର୍ଥ ହେବେ। ହସ୍ତା ନକ୍ଷତ୍ର ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ଉନ୍ନତି ଘଟିବ। କୌଣସି ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସାମାଜିକ ସ୍ତରରେ ନିଜକୁ ଆଗରେ ରଖି ପାରିବେ ନାହିଁ, ଫଳରେ ପଶ୍ଚାତାପ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଘର ସାଜସଜ୍ଜା,ଗାଡ଼ିମୋଟରାଦି ଯାନ୍ତ୍ରିକ ଜିନିଷର ମରାମତିରେ ଅଧିକ ସମୟ ନେଇପାରନ୍ତି ।
ବିଛା
ବିଛା
ପାଖ ଲୋକଟି ଆପଣା ସ୍ବାର୍ଥ ରକ୍ଷା କରିବାକୁ ମିଛ କଥା କହିପାରେ। ଅନୁରାଧା ନକ୍ଷତ୍ର ପାରିବାରିକ ସ୍ଥିତି କେତେକାଂଶରେ ଭଲ ଦିଗକୁ ଗତି କରିବ। ଅଫିସ କାମରେ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ, ସଂଗଠନ, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ବ୍ୟସ୍ତ ରହିବେ।
ଧନୁ
ଧନୁ
ପାରିବାରିକ ଶାନ୍ତି ଭାରାକ୍ରାନ୍ତ ମନକୁ ସାମୟିକ ଲାଘବ କରିବାର ସୂଚନା ରହିଛି। ବ୍ୟକ୍ତି କୈନ୍ଦ୍ରିକ ଚିନ୍ତାଧାରା ସାମାଜିକ ଜୀବନରେ ଅଶାନ୍ତିର କାରଣ ବନିପାରେ। ସନ୍ତାନ ,ଶିକ୍ଷା ଓ ମାଲି ମକଦ୍ଦମା କ୍ଷେତ୍ରରେ ସଫଳତା ପାଇବେ। ଉତ୍ତରାଷାଢ଼ା ନକ୍ଷତ୍ର ଅଫିସ କାମରେ ସହମତିିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ ଏବଂ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ହଟିଯିବ। ଶ୍ରବଣା ନକ୍ଷତ୍ରର ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଭଲ ସମ୍ପର୍କ ଥିବା ଲୋକ ପାଖରେ ଭୁଲ୍‌ କାମ କରି ସମ୍ପର୍କ ହାନି ହୋଇପାରେ। ଭୁଲ୍‌ବଶତଃ ଅନ୍ୟ ଦ୍ୱାରା ପ୍ରଭାବିିତ ହୋଇ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଶତ୍ରୁତା କାରଣରୁ ଅଶାନ୍ତ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ଅନ୍ୟର ପ୍ରରୋଚନାରେ ଆମତ୍ୀୟ ଜଣେ ସମସ୍ୟା ସୃଷ୍ଟି କରିପାରନ୍ତି। ପିଲାମାନଙ୍କ ସମସ୍ୟା ନେଇ କିମ୍ବା ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ଶତଭିଷା ନକ୍ଷତ୍ରର ଅନଟନ ଦୂରେଇବା ସକାଶେ ଧାରକରଜ କରିବାକୁ ବାଧ୍ୟହେବାକୁ ପଡ଼ିବ ।
ମୀନମୀନ
ନୂତନ ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କିଣିବା ସୂଚନା ରହିଛି। ରେବତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ସମୟାନୁବର୍ତ୍ତିତା ଓ ଶୃଙ୍ଖଳା ରକ୍ଷା ଦିଗରେ ପ୍ରଶାସନିକ ସ୍ତରରେ ଉଦ୍ୟମ କରି ପ୍ରଶଂସିତ ହୋଇପାରନ୍ତି । ସଭାସମିତି, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସୁନାମ ଅର୍ଜନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri