ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ଗାଈ,ବଳଦଙ୍କ ଜୀବନ

ଆର.ଉଦୟଗିରି,୬।୧୦: ବିଜୟା ଦଶମୀରେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କଳାମେରି ଗ୍ରାମରେ ଅଘଟଣ। ବିଦ୍ୟୁତ୍‌ ତାର ଲାଗି ଗାଈ ଓ ବଳଦର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସବୁ ଦିନ ଭଳି ଗାଈ ଚରାଳିମାନେ ଗାଈ ଗୋଠନେଇ ପଡିଆ ଜମିକୁ ବାହାରିଥିଲେ। କୌଣସି କାରଣ ବଶତଃ ବିଦ୍ୟୁତ ତାର ଛିଡି ତଳେ ପଡିଥିବା ବେଳେ ସେହି ସ୍ଥାନକୁ ଗାଈଗୁଡାକ ଚରିବାକୁ ଯାଇଥିଲେ। ସେତିକି ବେଳେ
ବିଦ୍ୟୁତ୍‌ ତାର ସଂସ୍ପର୍ଶ ଆସି ଯନ୍ତ୍ରଣାରେ ଚଟପଟ ହେଉଥିବା ଦେଖି ଚରାଳିମାନେ ପାଖକୁ ଯାଇଥିଲେ। ଏଥିରେ ଗୋଟେ ଗାଈ ଓ ବଳଦର ମୃ୍‌ତ୍ୟୁ ଘଟିଛି। ଏହି ଖବରପାଇ ଗ୍ରାମର ସମସ୍ତ ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚି ବିଦ୍ୟୁତ୍‌ କର୍ମଚାରୀଙ୍କୁ ଅବଗତ କରାଇ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri