ମରଣଯନ୍ତା ପାଲଟିଛି ରାଜରାସ୍ତା

ଆର. ଉଦୟଗିରି,୬।୧୦(ବ୍ୟୁରୋ): ଗଜପତି,ଗଞ୍ଜାମ ଓ ରାୟଗଡା ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାଜରାସ୍ତା ମୋହନା ବ୍ଲକ ଅନ୍ତର୍ଗତ ଖାରୀଗୁଡା ପଞ୍ଚାୟତ ନିକଟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ରାସ୍ତା ମଝିରେ ବଡ ଗର୍ତ୍ତ ସୃଷ୍ଟି ହୋଇଛି । ଯାହାକି ଲୋକଙ୍କ ଯାତାୟାତରେ ବାଧାପ୍ରାପ୍ତ ହେଉଛି। ହେଲେ ଏହି ସମସ୍ୟା କାହାରିକୁ ଦୃଷ୍ଟିଗୋଚର ହେଉନାହିଁ। ଫଳରେ ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି । ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ ନେଇ ଏଭଳି ଅସୁବିଧା ହୋଇଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି । ଏ ନେଇ ଯଥାଶୀଘ୍ର ରାସ୍ତା ମରାମତି କଲେ ଅଞ୍ଚଳବାସୀ ଉପକୃତ ହୋଇପାରିବେ ବୋଲି ପ୍ରଶାସନ ନିକଟରେ ଗୁହାରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri