Odisha Elections 2024

ମା’ ଝିଅଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ପରଜଙ୍ଗ,୭।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ଥିବା ଗ୍ରୋସରି ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ଏକ ବଡ଼ଧରଣର ଡକାୟତି ହୋଇଛି।
ଦୁର୍ବୃତ୍ତମାନେ ଘର ପାଚେରି ଡେଇଁ ଛାତ ଉପରେ ଚଢ଼ି ଶିଡ଼ି ଘର ଦେଇ ଭିତରକୁ ପଶିଥିଲେ। ସେତେବେଳେ ଘରେ ବିନୟଙ୍କ ସ୍ତ୍ରୀ ଅନୁପମା ସାହୁ, ଝିଅ ସୁଶ୍ରୀପ୍ରଣିତା ସାହୁ ଲାପଟପ୍‌ ଦେଖୁଥିଲେ। ଦୁବୃର୍ତ୍ତମାନେ ତାଙ୍କୁ ମାରଣାସ୍ତ୍ର ସହ ବନ୍ଧୁକ ଦେଖାଇ ଭୟଭିତ କରିଥିଲେ। ଏପରିକି ମା’ ଝିଅଙ୍କୁ ଏକ କୋଠରିରେ ଅଟକ ରଖି ବନ୍ଧୁକ ଲଗାଇ ପାଟି ନ କରିବାକୁ ଧମକ ଦେଇଥିଲେ। ପରେ ଘରେ ଥିବା ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଲକ୍ଷାଧିକ ଟଙ୍କା ଏକ ଏୟାର ବ୍ୟାଗ୍‌ରେ ପୂରାଇ ବାହାର ପଟୁ କବାଟ ଦେଇ ଫେରାର ହୋଇଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri