ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୭, ୨୦୨୨)

ଭୁବନେଶ୍ୱର ଉପକଣ୍ଠ ଚାଷ ଜମିରେ ସାର ସିଞ୍ଚନ କରୁଛନ୍ତି ଚାଷୀ

 

ଭୁବନେଶ୍ୱର ସ୍ଥିତ ସୂଚନା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ, ଓଡିଶା ସରକାରଙ୍କ ପକ୍ଷରୁ ୬୮ତମ ବନ୍ୟପ୍ରାଣୀ ସପ୍ତାହ ସମାରୋହକୁ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉଦଘାଟନ କରିବା ସହିତ ପୁସ୍ତକ ଉନ୍ମୋଚନ ଏବଂ ବିଜୁ ପଟ୍ଟନାୟକ ଆୱାର୍ଡ ପ୍ରଦାନ କରୁଛନ୍ତି

ଭୁବନେଶ୍ୱର ସ୍ଥିତ ସୂଚନା ଭବନରେ  ୬୮ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀକୁ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବୁଲି ଦେଖୁଛନ୍ତି

 

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ମାଛ ଧରୁଛନ୍ତି ଧୀବର

 

ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ରିସର୍ଚ୍ଚ ସେଣ୍ଟରରେ ନିର୍ଝରା

କଲ୍ଚରାଲ ଆକାଡେ଼ମୀ ଦ୍ୱାରା କୁମାର ମହୋତ୍ସବ ଆୟୋଜିତ

 

କଟକ କୁମ୍ଭାର ସାହି ଅଞ୍ଚଳରେ ଗଜଲକ୍ଷ୍ମୀ ପୂଜା ଲାଗି ମୃଣ୍ମୟୀ ପ୍ରତିମାକୁ ରଙ୍ଗ ତୁଳିରେ ରୂପରେଖ ଦେଉଛନ୍ତି ଶିଳ୍ପୀ

 

ଭଷାଣି ଉତ୍ସବ ପରେ କଟକ ସହରର ବିଭିନ୍ନ ଜନଗହଳି ପୂର୍ଣ୍ଣ ଅଞ୍ଚଳ ଶୂନଶାନ ହୋଇଯାଇଛି

 

କଟକ ଫିରିଙ୍ଗ ବଜାର ପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ବିସର୍ଜନ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି ମହିଳା ମାନେ

 

କଟକ ପୁରୀଘାଟ କାଠଯୋଡ଼ି ନଦୀ ରିଂ ରୋଡ ପାର୍ଶ୍ୱରେ ବାଉଁଶରେ ତିଆରି ଗୃହୋପକରଣ ସାମଗ୍ରୀ କିଣୁଛନ୍ତି ଗ୍ରାହକ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ଓୟୁଏଟି ଭେଟେରିନାରୀ କଲେଜ୍ ପଡିଆରେ ଓଡିଶା କେନେଲ୍ କ୍ଲବ୍ ଦ୍ୱାରା ଆୟୋଜିତ, “କୁକୁର ଶୋ”     କଟକ ଅନ୍ନପୁର୍ଣ୍ଣ ରଙ୍ଗମଞ୍ଚରେ ଅନ୍ନପୁର୍ଣ୍ଣ ବି...

ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

ଶୁକ୍ରବାର ଭଞ୍ଜକଳା ମଣ୍ଡପରେ ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଜାତୀୟ ପୂପେଟ ଉତ୍ସବର ସମାପନ ଦିନ ପରିଚାଳିତ ହୋଇଥିଲା ଶୁକ୍ରବାର...

ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

ଧରିତ୍ରୀର ୫୨ତମ ଜନ୍ମ ଦିବସ ସମାରୋହ ପାଳିତ

ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି         ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ...

ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ...

ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )

ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri