Odisha Elections 2024

ଆଜି ନାମାଙ୍କନର ଦ୍ୱିତୀୟ ଦିନ: ପ୍ରଚାର ମଇଦାନରେ ଦଳୀୟ କର୍ମୀ

ଭଦ୍ରକ ଅଫିସ, ୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନର ଆଜି ଦ୍ୱିତୀୟ ଦିନ ଥିବା ବେଳେ ପ୍ରଥମ ଦିନରେ କେହି ପାର୍ଥିପତ୍ର ଦାଖଲ କରିନାହାନ୍ତି। ତେବେ କୌଣସି ଦଳ ପ୍ରାର୍ଥୀ ଘୋଷଣା କରି ନ ଥିବା ବେଳେ ପ୍ରଚାର ଆରମ୍ଭ କରିଦେଇଛନ୍ତି । ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ଧାମନଗର ବ୍ଲକରେ ଦଳୀୟ କର୍ମୀଙ୍କ ସହ ପ୍ରଚାର କରୁଛନ୍ତି।
ସେହିପରି ଭାଜପାର ରାଜ୍ୟ ପ୍ରଭାରୀ, ରାଜ୍ୟ ସଭାପତିଙ୍କ ସହ ବହୁ ବରିଷ୍ଠ ନେତା ଭଦ୍ରକରେ ଡେରା ପକାଇଲେଣି। ଶୁକ୍ରବାର ଧାମନଗରରେ ବିଜେଡିର ମାରାଥନ ବୈଠକ ବସିଥିଲା। ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ ଓ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ମଧ୍ୟ ବୈଠକରେ ଯୋଗ ଦେଇଥିଲେ। ଅନ୍ୟପକ୍ଷେ ଜନସମ୍ପର୍କ ପଦଯାତ୍ରାରେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ପୂର୍ବତନ ଅଧ୍ୟକ୍ଷ ଅଶୋକ ନାୟକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଦନ୍ତାହାତୀର ମୃତଦେହ

ଲାଞ୍ଜିଗଡ,୩୦ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସୀମାନ୍ତ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ କମର୍ଦ୍ଦା ସେକ୍ସନ ଭୁର୍ଟିଗଡ଼ ବିଟ ଅନ୍ତର୍ଗତ କୁଟିମସ୍କା ଜଙ୍ଗଲରେ...

ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଥୁଆମୂଳ ରାମପୁର, ୩୦ା୫:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୁଣୁପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣା ଘଟିଛି...

ଶିଶୁପୁତ୍ରର ବେକରେ ଭୁଜାଲି ରଖି ଲୁଟିନେଲେ ଟଙ୍କା, ଅଳଙ୍କାର

ପାରଳାଖେମୁଣ୍ଡି,୩୦ା୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ବନାଥନଗରରେ ଗୁରୁବାର ଏକ ବଡ଼ ଧରଣର ଲୁଟପାଟ୍‌ ଘଟିଛି। ୪ଜଣ ଲୁଟେରା ଜଣେ ଶିଶୁପୁତ୍ରର ବେକରେ ଭୁଜାଲି...

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ...

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର...

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ...

ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ...

ରାତି ୯ରେ ମଦ ଦୋକାନ, ୧୦ଟାରେ ବଜାର ବନ୍ଦ

ବ୍ରହ୍ମପୁର,୩୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ନିର୍ବାଚନ ପୂର୍ବରୁ ଓ ପରେ କେତେକ ହିଂସା ଘଟିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri