Posted inଖେଳ

ବିଶ୍ୱକପ୍‌ ଲାଗି ଅଷ୍ଟ୍ରେଲିଆରେ ପହଞ୍ଚିଲେ ବୁମ୍‌ରାଙ୍କ ସ୍ତ୍ରୀ, ଫଟୋ ଶେୟାର କରି ହେଲେ ଟ୍ରୋଲ

ନୂଆଦିଲ୍ଲୀ,୮।୧୦: ଟି୨୦ ବିଶ୍ୱକପ୍‌ ଖେଲିବା ଲାଗି ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆରେ ପହଞ୍ଚି ସାରିଛି। ପର୍ଥରେ ଭାରତୀୟ ଟିମ୍‌ ଅଭ୍ୟାସ ମଧ୍ୟ ଆରମ୍ଭ କରିଛି। ହେଲେ ଚଳିତ ଥର ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଭାରତୀୟ ସ୍କ୍ବାର୍ଡରେ ନାହାନ୍ତି। ଆହତ ହେବା କାରଣରୁ ସେ ବିଶ୍ୱକପ୍‌ରୁ ବାହାର ହୋଇଛନ୍ତି। ଏସବୁ ମଧ୍ୟରେ ତାଙ୍କ ସ୍ତ୍ରୀ ସଞ୍ଜନା ଗଣେଶନ ଅଷ୍ଟ୍ରେଲିଆ ପହଞ୍ଚିଛନ୍ତି। ସେ ଆଇସିସିର ଏହି ବଡ ଟୁର୍ନାମେଣ୍ଟକୁ କଭର୍‌ କରିବେ।

ସଞ୍ଜନା ଅଷ୍ଟ୍ରେଲିଆ ପହଞ୍ଚିବା ମାତ୍ରେ ଇନଷ୍ଟାଗ୍ରାମରେ ନିଜର ଏକ ଫଟୋ ପୋଷ୍ଟ କରିଥିଲେ। ସେ ଫ୍ଲାଇଟ୍‌ରେ ବସିଥିବା ବେଳେ ମଜାଦାର କ୍ୟାପଶନ ଲେଖିଥିଲେ। ‘ଏଭଳି ସ୍ଥାନକୁ ଯାଉଛି ଯାହା ବହୁତ କମ୍‌ ସମୟରେ ମୋର ପ୍ରିୟ ହୋଇଯାଇଛି। ତାଙ୍କର ଏହି ଫଟୋକୁ ଲକ୍ଷାଧିକ ଲୋକ ପସନ୍ଦ କରିଛନ୍ତି। ହେଲେ ଅନେକ ତାଙ୍କୁ ଟ୍ରୋଲ ମଧ୍ୟ କରୁଛନ୍ତି। ବୁମ୍‌ରା ତ ବିଶ୍ୱକପ୍‌ ଯାଇପାରିଲେନି, ସଞ୍ଜନା ଯାଉଛନ୍ତି ବୋଲି ଅନେକ କହୁଛନ୍ତି। ସେହିଭଳି ଆଉ କିଛି ଭାଉଜ, ଭାଇ କେଉଁଠି ବୋଲି ମଧ୍ୟ ପ୍ରଶ୍ନ କରୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri