ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୦୩୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ ଏବଂ ସୁନ୍ଦରଗଡ଼ରୁ ୧୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ମୟୂରଭଞ୍ଜରୁ ୮, ସୋନପୁର ୬, ଯାଜପୁର ଏବଂ ପୁରୀରୁ ୫ ଜଣ ଲେଖାଏ, ବରଗଡ଼, ବଲାଙ୍ଗୀର ଏବଂ ବୌଦ୍ଧରୁ ୪ ଜଣ ଲେଖାଏ, ଜଗତସିଂହପୁର ଏବଂ କେନ୍ଦୁଝରରୁ ୩ ଜଣ ଲେଖାଏ, ଦେବଗଡ଼, ନବରଙ୍ଗପୁର ଏବଂ ନୟାଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୋଳ, ଭଦ୍ରକ, କଟକ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୫।


Enter your email to get our daily news in your inbox.

All Right Reserved By Dharitri.Com

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା...

Featured Video Play Icon

‘ଫୋନ୍‌ରେ ଧମକ ଦେଉଛନ୍ତି ପ୍ରଶାନ୍ତ ଜଗଦ୍ଦେବ’

ଭୁବନେଶ୍ୱର,୮।୫: ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ବୁଧବାର ବିଜେଡିର ଏକ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି।...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri