ପୁନିତ ରାଜକୁମାରଙ୍କ ଶେଷ ଫିଲ୍ମର ଟ୍ରେଲରକୁ ପ୍ରଶଂସା କଲେ ମୋଦି

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବର୍ଗତ କନ୍ନଡ ସିନେମା ଆଇକନ ପୁନିତ ରାଜକୁମାରଙ୍କୁ ପ୍ରଶଂସା କରିଛନ୍ତି। ତାଙ୍କ ଶେଷ ଫିଲ୍ମ ଗାନ୍ଧାଡା ଗୁଡିକୁ ପ୍ରଶଂସା କରି ତାର ସଫଳତା କାମନା କରିଛନ୍ତି। ପୁନିତ ରାଜକୁମାରଙ୍କ ଫିଲ୍ମ ‘ଗାନ୍ଧାଡା ଗୁଡି’ ଟ୍ରେଲର ରିଲିଜ ହୋଇଛି। ଏହି ଫିଲ୍ମଟି ପୁନିତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ୨୮ ଅକ୍ଟୋବର ୨୦୨୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ପ୍ରଧାନମନ୍ତ୍ରୀ ତାଙ୍କ ଟୁଇଟର୍‌ ଆକାଉଣ୍ଟରେ ଫିଲ୍ମର ସୂଚନା ଶେୟାର କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପୁନିତଙ୍କ ସ୍ତ୍ରୀ ଅଶ୍ୱିନୀ ରାଜକୁମାର ତାଙ୍କ ଟୁଇଟର୍‌ରେ ‘ଗାନ୍ଧାଡା ଗୁଡିି’ର ଟ୍ରେଲର ଲଞ୍ଚ ଶେୟାର କରିଛନ୍ତି। ତାଙ୍କ ଟୁଇଟ୍‌ରେ ସେ ମୋଦିଙ୍କୁ ଟ୍ୟାଗ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ୟାଗ କରି ଅଶ୍ୱିନୀ କ୍ୟାପସନରେ ଲେଖିଛନ୍ତି, ‘ହେଲୋ ନରେନ୍ଦ୍ର ମୋଦି ଜୀ ଆଜି ଆମ ପାଇଁ ଏକ ଭାବପ୍ରବଣ ଦିନ। ଆମେ ‘ଗାନ୍ଧାଡା ଗୁଡି’ର ଟ୍ରେଲର ରିଲିଜ କରୁଛୁ। ଏହି ପ୍ରୋଜେକ୍ଟ ଆପୁଙ୍କ ହୃଦୟର ଅତି ନିକଟତର ଥିଲା। ଆପୁ ସର୍ବଦା ତୁମ ସହିତ ଥିବା ସାକ୍ଷାତକୁ ଭଲପାଉଥିଲେ ଏବଂ ସେ ବ୍ୟକ୍ତିଗତ ଭାବରେ ତୁମ ସହିତ ସମୟ ଶେୟାର କରିବାକୁ ଭଲ ପାଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ଦୁଇଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି ।ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri