ଧକ୍କା ଦେଲା ସରକାରୀ ଗାଡ଼ି: ୫ ଗୁରୁତର

ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍‌ରେ ଯାଉଥିବା ଲୋକଙ୍କୁ ପଛକୁ ପଛ ଧକ୍କା ଦେଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ଜୁନାଗଡ଼ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା ପରେଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଗୁରୁତର ୫ ଜଣଙ୍କ ମଧ୍ୟରୁ ୪ଜଣଙ୍କ ଗୋଡ଼ ଭାଙ୍ଗି ଯାଇ ଥିବାବେଳେ ମୁଣ୍ଡରେ ଆଘାତ ଲାଗିଛି। ଏଥିରେ ଜଣେ ୭ ବର୍ଷର କୁନି ଝିଅ ମଧ୍ୟ ରହିଛନ୍ତି।
ରାସ୍ତାରେ ବାଇକ୍‌ରେ ଯାଉଥିବାବେଳେ ଦ୍ରୁତ ଗତିରେ ଆସୁଥିବା ସରକାରୀ ଗାଡିଟି ସେମାନଙ୍କୁ ଧକ୍କା ଦେଇଥିଲା। ଅନ୍ୟପକ୍ଷରେ, ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ଗାଡିଟିକୁ ଜୁନାଗଡ଼ ପୋଲିସ ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri