ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ):ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା ପାଇଁ ୧୮ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ, ଯାହାକି ବଳକା ସିଟ୍‌ର ୫ଗୁଣା ରହିବ। ମନୋନୀତ ଛାତ୍ରୀଛାତ୍ର ୧୮ ତାରିଖ ଅପରାହ୍ନ ସାଢ଼େ ୨ଟାରୁ ୧୯ତାରିଖ ଅପରାହ୍ନ ୪ଟା ଭିତରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବେ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୦ତାରିଖ ଅପରାହ୍ନ ୨ଟାରୁ ୨୧ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇବେ।
ସୂଚନାଯୋଗ୍ୟ, ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ସିଟ୍‌ ବଳକା ପଡ଼ିଥିବାବେଳେ ବହୁ ଛାତ୍ରୀଛାତ୍ର ବିଭିନ୍ନ କାରଣରୁ ଆବେଦନ କରିପାରି ନ ଥିଲେ। ତେଣୁ ସେମାନଙ୍କୁ ସୁଯୋଗ ଦେବା ପାଇଁ ଗଣଶିକ୍ଷା ବିଭାଗ ପ୍ରଥମଥର ପାଇଁ ଚଳିତବର୍ଷ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ନିଷ୍ପତ୍ତି ନେଇଥିା। ଏଥିପାଇଁ ଗତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri