Posted inଖେଳ

ମାତ୍ର ନବମ ଯାଏ ପାଠ ପଢିଛନ୍ତି ଏହି ଷ୍ଟାର ଅଲରାଉଣ୍ଡର

ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ୨୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୩ ମସିହା, ଅକ୍ଟୋବର ୧୧ରେ ଗୁଜରାଟର ସୁରତରେ ଜନ୍ମଗ୍ରହଣ କରିଥିବା ହାର୍ଦ୍ଦିକଙ୍କୁ କ୍ରିକେଟକୁ ଆସିବା ପାଇଁ ବହୁ ସଂଘର୍ଷ କରିବାକୁ ପଡିଥିଲା। ପାଣ୍ଡ୍ୟା ମାତ୍ର ନବମ ଶେଣୀ ଯାଏ ପାଠ ପଢିଛନ୍ତି। ତାଙ୍କ ପିତା ହିମାଂଶୁ ପାଣ୍ଡ୍ୟା ଜଣେ ଛୋଟ ବ୍ୟବସାୟୀ ଥିଲେ। ଘରର ଆର୍ଥିକ ଅବସ୍ଥା ଏତେଟା ସ୍ବଚ୍ଛଳ ନ ଥିଲା। ତଥାପି ହାର୍ଦ୍ଦିକଙ୍କ ପିତା ତାଙ୍କୁ କ୍ରିକେଟ ଟ୍ରେନିଂ ଦେବା ପାଇଁ ଟଙ୍କା ସଞ୍ଚୟ କରିଥିଲେ। ଏକ ସାକ୍ଷାତକାରରେ ହାର୍ଦ୍ଦିକ କହିଲେ, ମୋର କ୍ରିକେଟ ଖେଳିବାକୁ ଆଦୌ ଇଚ୍ଛା ନ ଥିଲା। ବଡ ଭାଇଙ୍କ କ୍ରିକେଟ ପ୍ରତି ଥିବା ରୁଚି ତାଙ୍କୁ କ୍ରିକେଟ ପଡିଆକୁ ଟାଣିଆଣିଥିଲା ମାତ୍ର ୯ମ ଯାଏ ପାଠ ପଢିବା ପରେ ଆଉ ପଢିବାକୁ ଇଚ୍ଛା ନାହିଁ ବୋଲି ଘରେ କହିଥିଲେ। ଏଥିରେ ଘର ଲୋକ ରାଜି ହୋଇ ନ ଥିଲେ। ହାର୍ଦ୍ଦିକ ଲୁଚିଛପି ଗାଁରେ କ୍ରିକେଟ ଖେଳି ୪୦୦ରୁ ୫୦୦ ଟଙ୍କା ରୋଜଗାର କରୁଥିଲେ। ପାଖରେ ଟଙ୍କା ନ ଥିଲେ ମ୍ୟାଗି ଖାଇ ଟ୍ରକ୍‌ ଡାଲାରେ ବସି କ୍ରିକେଟ ଖେଳିବାକୁ ଯାଉଥିଲେ। ପରେ ଜିଲାସ୍ତରୀୟ କ୍ରିକେଟ ପାଇଁ ମନୋନୀତ ହୋଇଥିଲେ। ଏହାପରେ ଆଇପିଏଲ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri