ଗଳିତ ମୃତଦେହ ଠାବ

ବାଲେଶ୍ୱର ଅଫିସ,୧୪ା୧୦: ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ଅନ୍ତର୍ଗତ ଗୋଧିବସା ବସ୍ତି ପଛପଟରୁ ଶୁକ୍ରବାର ଏକ ଗଳିତ ମୃତଦେହ ଠାବ କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ। ମୃତଦେହ ନିକଟରେ ଲୋକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ଦୁଇଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି ।ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri