Posted inଜାତୀୟ

କାର୍‌କୁ ଧକ୍କା ଦେଲା କଣ୍ଟେନର: ୪ ମୃତ

ଲକ୍ଷ୍ନୌ,୧୪।୧୦: ଉତ୍ତରପ୍ରଦେଶର ସୁଲତାନପୁରର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଏମ୍‌ଡବ୍ଲୁ ଏବଂ କଣ୍ଟେନର ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁ ଦୁର୍ଘଟଣା ଘଟିଥିବା ରାସ୍ତାର କିଛି ଅଂଶ ବୁଡ଼ିଯାଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। କଣ୍ଟେନରକୁ ଧକ୍କା ଦେବା ପରେ କାର୍‌ଟି ବିସ୍ଫୋରଣ ହୋଇଥିବା ଜଣାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବୁଡ଼ି ୫ ଡାକ୍ତରୀ ଛାତ୍ରୀଛାତ୍ର ମୃତ

ଚେନ୍ନାଇ , ୭।୫: ତାମିଲନାଡ଼ୁର କନ୍ୟାକୁମାରୀ ଉପକୂଳ ଲେମୁର ବେଳାଭୂମିରେ ସୋମବାର ୨ ଜଣ ଡାକ୍ତରୀ ଛାତ୍ରୀ ଓ ୩ ଜଣ ଡାକ୍ତରୀ ଛାତ୍ର ସମୁଦ୍ରରେ ବୁଡ଼ି...

ପରୀକ୍ଷାରେ ଛାତ୍ରୀଙ୍କୁ ୨୦୦ରୁ ୨୧୨ ନମ୍ବର: ତଦନ୍ତ ନିର୍ଦ୍ଦେଶ

ଅହମ୍ମଦାବାଦ,୭ା୫: ଗୁଜରାଟର ଡାହୋଡ ଜିଲାରେ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ପରୀକ୍ଷାରେ ୨୦୦ରୁ ୨୧୨ ନମ୍ବର ଦିଆଯାଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି।...

ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି।...

VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ...

ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ...

୩ ଘଣ୍ଟାରେ ଫେକ୍‌ କଣ୍ଟେଣ୍ଟ ହଟାଅ:ରାଜନୈତିକ ଦଳଙ୍କୁ ଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପ୍ରଯୁକ୍ତିର ଦୁରୁପଯୋଗ କରାଯାଇ ଡିପ୍‌ ଫେକ୍‌ ପ୍ରସ୍ତୁତ କରାଯିବା ଏବଂ ତଥ୍ୟକୁ ବିକୃତ କରାଯାଉଥିବାରୁ ନିର୍ବାଚନ କମିଶନ(ଇସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri