୨୦ରେ ଲଘୁଚାପ!

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ, ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ଅନୁକୂଳ ରହିଛ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri