ମହିଳାଙ୍କ ଗଳିତ ମୃତଦେହ ଜବତ: ବଡ଼ଭାଇ ଆଣିଲେ ହତ୍ୟା ଅଭିଯୋଗ

ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବୁଡ଼ାଙ୍ଗପିପିଲି ଜଙ୍ଗଲରେ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ମୃତ ମହିଳାଙ୍କ ବଡ଼ଭାଇ ସନାତନ ପ୍ରଧାନ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଏକ ହତ୍ୟା ମାମଲା (୧୮୩/୨୨)ରୁଜୁ କରି ଘଟଣାକୁ ଗୁରୁତର ସହ ନେଇଛି। ପୂର୍ବରୁ ମହିଳାଙ୍କ ସ୍ବାମୀ ପ୍ରକାଶ ପ୍ରଧାନ ତାଙ୍କ ସ୍ତ୍ରୀ ନିରୁଦ୍ଦିଷ୍ଟ ହୋଇଛନ୍ତି ବୋଲି ଥାନାରେ ଅଭିଯୋଗ କରିଥିବା ବେଳେ ଖୋଦ୍‌ ସେ ହିଁ ତାଙ୍କ ସ୍ତ୍ରୀ ସୁମିତ୍ରା ପ୍ରଧାନଙ୍କୁ ହତ୍ୟା କରିଥିବା ସୁମିତ୍ରାଙ୍କ ଭାଇ ଲିଖିତ ଅଭିଯୋଗ କରିଛନ୍ତି। କୁଆଡ଼େ ପ୍ରକାଶ ସୁମିତ୍ରାଙ୍କୁ ବିବାହ ପରଠାରୁ ଅଧିକ ଯୌତୁକ ଦାବି କରିବା ସହ ମଦ ପିଇ ସଦାବେଳେ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି।ଅଭିଯୋଗକୁ ଭିତ୍ତି କରି ପୋଲିସ ପ୍ରକାଶଙ୍କୁ ପଚରାଉଚରା ଚଳାଇଥିବା ଆଇଆଇଆସି କୌଶିକ ମାଝି କହିଛନ୍ତି। ସେହିପରି ଶନିବାର ଜଙ୍ଗଲରୁ ମୃତଦେହ ଜବତ କରାଯାଇ ବ୍ରହ୍ମପୁର ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଆଇଆଇଆସି କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଏବଂ ସାଇଣ୍ଟିଫିକ୍‌ ଟିମ୍‌ର ଯାଞ୍ଚକୁ ନେଇ ସୁମିତ୍ରାଙ୍କ ମୃତ୍ୟୁ ରହସ୍ୟ ସମ୍ପର୍କରେ ସ୍ପଷ୍ଟ ହେବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri