ପାତ୍ର ଇଲେକ୍‌ଟ୍ରୋନିକ୍ସର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୧୭ା୧୦: ଚଳିତ ପାର୍ବଣ (ଦୁର୍ଗାପୂଜା) ଅବସରରେ ଗ୍ରାହକମାନଙ୍କର ସୁବିଧା ପାଇଁ ସ୍ଥାନୀୟ ଶହୀଦନଗର ଦୁର୍ଗାପୂଜା ମଣ୍ଡପଠାରେ ପାତ୍ର ଇଲେକ୍‌ଟ୍ରୋନିକ୍ସ ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ୍‌ ଖୋଲାଯାଇଛି। ଏଠାରେ ଏଲ୍‌ଜି କମ୍ପାନୀର ନୂଆ ନୂଆ ଡିଜାଇନ, ମଡେଲ, କଲର ଓ ଟେକ୍ନୋଲୋଜିର ଜିନିଷ ସବୁ ପ୍ରଦର୍ଶିତ ହେଉଛି। ଏହି ଷ୍ଟଲ୍‌ଗୁଡ଼ିକରେ ଗ୍ରାହକମାନଙ୍କ ସୁବିଧା ପାଇଁ ପାତ୍ର ଇଲେକ୍‌ଟ୍ରୋନିକ୍ସ ପକ୍ଷରୁ ବିଭିନ୍ନ ପ୍ରକାର ଆକର୍ଷଣୀୟ ଅଫର ଲାଗିଛି। ଏହି ସମୟରେ ଷ୍ଟଲରୁ ଫ୍ରିଜ୍‌ କିମ୍ବା ଓ୍ବାଶିଂ ମେସିନ୍‌ କିଣିଲେ ୩୫୦୦ ଟଙ୍କାର କ୍ରମ୍ପଟନ ଗ୍ରାଇଣ୍ଡର ମାଗଣା ଦିଆଯାଉଛି।

ଏସି କିମ୍ବା ଏଲଇଡି ଟିଭି କିଣିଲେ ୨୨୦୦ ଟଙ୍କାର କ୍ରମ୍ପଟନ ସିଲିଂ ଫ୍ୟାନ ମାଗଣା ଦିଆଯାଉଛି। କୌଣସି ଜିନିଷକୁ ଜିରୋ ଡାଉନପେମେଣ୍ଟ ଓ ୩୬ମାସ ପର୍ଯ୍ୟନ୍ତ ଇଏମଆଇ ଫାଇନାନ୍ସରେ୍‌ ମଧ୍ୟ ଯୋଗାଇ ଦିଆଯାଉଛି ଏବଂ ୨୨.୫% ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ ପାଇବାର ସୁବିଧା ମଧ୍ୟ ରହିଛି। ଏହି ଷ୍ଟଲରେ ଓ୍ବିନ୍‌ କି ଗ୍ୟାରେଣ୍ଟି ଏକ୍ସକ୍ଲୁସିଭ ଜିନିଷକୁ ଅଫରରେ ୭୦୦୦ ପର୍ଯ୍ୟନ୍ତ ଫେରସ୍ତ ଅଛି। ମାସକୁ ମାତ୍ର ୯୯୦ ଟଙ୍କା ଦେଇ କେତେକ ଜିନିଷକୁ ଫିକ୍ସ ଇଏମ୍‌ଆଇ ଦ୍ୱାରା ନେବାର ସୁବିଧା ରହିଛି। ଏପରିକି ଗୋଟିଏ ଇଏମ୍‌ଆଇ ଫ୍ରି’ର ସୁବିଧା ଅଛି। ଏ ସବୁ ଅଫର ଏକ୍ସକ୍ଲୁସିଭ ଶହୀଦନଗର ପୂଜା ମଣ୍ଡପଠାରେ ଲାଗିଥିବା ପାତ୍ର ଇଲେକ୍ଟ୍ରୋନିକ୍ସ ଷ୍ଟଲରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri