Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଶେଷ: ୯୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଭୋଟ ଦେବାର ପ୍ରକ୍ରିୟା ଶେଷ ହୋଇଛି। ପ୍ରାୟ ୯୦% ମତଦାନ ହୋଇଛି। ବର୍ତ୍ତମାନ ଭୋଟ ଗଣନା ଅକ୍ଟୋବର ୧୯ରେ ହେବ। ୨୨ ବର୍ଷ ପରେ ଅନୁଷ୍ଠିତ ହେଉଥିବା ଅଧ୍ୟକ୍ଷ ନିର୍ବାଚନରେ ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଶଶି ଥରୁର ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସର ହେଭିଓ୍ବେଟ୍‌ ନେତା ଏହି ନିର୍ବାଚନରେ ଅଂଶଗ୍ରହଣ କରିଥିଲେ। ଏହି ନିର୍ବାଚନରେ କଂଗ୍ରେର ବର୍ତ୍ତମାନର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମତଦାନ କରିଥିଲେ। ସେହିପରି ମତଦାନ ସାବ୍ୟସ୍ତ କରିବା ପରେ ସୋନିଆ କହିଛନ୍ତି,ଦୀର୍ଘ ସମୟ ହେବ ଏହି ଦିନକୁ ଅପେକ୍ଷା କରିଥିଲି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ମତଦାନ କରିଥିଲେ।
ସୂଚନାଯୋଗ୍ୟ, ଦଳର ମୁଖ୍ୟ ଚୟନ କରିବାକୁ ୯,୦୦୦ରୁ ଅଧିକ ପ୍ରଦେଶ କଂଗ୍ରେସ କମିଟି (ପିସିସି) ପ୍ରତିନିଧୀମାନେ ଏକ ଗୁପ୍ତ ମତଦାନରେ ଭୋଟ ଦେଇଥିଲେ। ଦଳର ୧୩୭ ବର୍ଷର ଇତିହାସରେ ଷଷ୍ଠ ଥର ପାଇଁ ଏଆଇସିସି ମୁଖ୍ୟାଳୟ ଏବଂ ଦେଶର ୬୮ଟି ମତଦାନ କେନ୍ଦ୍ରରେ ମତଦାନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri