Odisha Elections 2024
Posted inଜାତୀୟ

ମଦ ପାଇଁ ପୋଲିସକୁ ଟଙ୍କା ମାଗି ଜେଲ

ହାଇଦ୍ରାବାଦ୍‌, ୧୯ା୧୦: ହାଇଦ୍ରାବାଦ୍‌ ବେଗୁମପେଟର ଆନ୍ନା ନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ନବୀନ ନାମକ ଜଣେ ଯୁବକ ପୋଲିସ ହେଲ୍ପଲାଇନ୍‌ ନମ୍ବର ୧୦୦କୁ ଫୋନ୍‌ କରି ମଦ ପାଇଁ ଟଙ୍କା ମାଗିଥିଲେ। ଯଦି ତାଙ୍କୁ ମଦ କିଣିବା ଲାଗି ଟଙ୍କା ନ ଦିଆଯାଏ ତେବେ ସେ ବ୍ଲେଡ୍‌ରେ ନିଜ ଅଙ୍ଗ କାଟିଦେବା ପାଇଁ ଧମକ ଦେବାସହ ହୋମ୍‌ଗାର୍ଡଙ୍କୁ ଅଭଦ୍ର ଭାଷାରେ ଗାଳି କରିଥିଲେ। ପୋଲିସ ନବୀନଙ୍କ ଫୋନ୍‌ ନମ୍ବରକୁ ଟ୍ରେସ୍‌କରି ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଥାନାକୁ ଉଠାଇ ଆଣିଥିଲା। ପର ଦିନ ନବୀନଙ୍କୁ ସ୍ଥାନୀୟ କୋର୍ଟରେ ହାଜର କରିବା ପରେ ମାଜିଷ୍ଟ୍ରେଟ୍‌ ତାଙ୍କୁ ୭୦ ଦିନର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

”ଟ୍ୟାକ୍ସ ଟଙ୍କାରେ ଦିଆଯାଉଛି ମାଗଣା ରାସନ, ଶ୍ରେୟ ନେବାକୁ ଚେଷ୍ଟା କରୁଛି ଭାଜପା”: ମାୟାବତୀ

ନୂଆଦିଲ୍ଲୀ,୧୬ା୫: ”ସାଧାରଣ ଲୋକଙ୍କ ଟଙ୍କାରେ ଦେଶର ଗରିବ ଲୋକଙ୍କୁ ମାଗଣା ରାସନ ଦିଆଯାଉଛି, କିନ୍ତୁ କେନ୍ଦ୍ରରେ ଭାଜପା ସରକାର ଏହାର ଶ୍ରେୟ ନେବାକୁ ଚେଷ୍ଟା କରୁଛି।”...

ଭାରତ ଚନ୍ଦ୍ରରେ ପହଞ୍ଚିଲାଣି, ଆମ ପିଲା ଖାଲରେ ପଡ଼ି ମରୁଛନ୍ତି: ଭାରତକୁ ହୃଦୟ ଖୋଲି ପ୍ରଶଂସା କଲେ ପାକିସ୍ତାନ ସାଂସଦ

ଇସଲାମାବାଦ୍‌,୧୬।୫: ପାକିସ୍ତାନର ସାଂସଦ ସୟଦ ମୁସ୍ତାଫା କମଲ ଭାରତକୁ ହୃଦୟ ଖୋଲି ପ୍ରଶଂସା କରିଛନ୍ତି। ପାକିସ୍ତାନୀ ସାଂସଦ କହିଛନ୍ତି, ଗୋଟିଏ ପଟେ ଖାଲରେ ପଡି ପିଲାମାନେ...

ସ୍ବାତୀ ମାଲିଓ୍ବାଲଙ୍କୁ ର୍ଦୁବ୍ୟବହାର ମାମଲା: କେଜରିଓ୍ବାଲଙ୍କ ସହ ନଜର ଆସିଲେ ଅଭିଯୁକ୍ତ ବୈଭବ କୁମାର

ନୂଆଦିଲ୍ଲୀ,୧୬।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କୁ କେଜରିଓ୍ବାଲଙ୍କ ବାସଭବନରେ ମାଡ଼ ମରାଯିବା ଘଟଣାରେ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହାକୁ...

‘ଇଣ୍ଡିଆ’ କ୍ଷମତାସୀନ ହେଲେ ବାହାରୁ ସମର୍ଥନ ଦେବେ ମମତା

କୋଲ୍‌କାତା,୧୬ା୫:ବିରୋଧୀଙ୍କ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ଲୋକ ସଭା ନିର୍ବାଚନ ପରେ ସରକାର ଗଢ଼ିଲେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)...

ପ୍ରେମ ନିବେଦନକୁ ମନା କରିବାରୁ ଯୁବତୀଙ୍କୁ ହତ୍ୟା, ଶୋଇଥିବାବେଳେ ଛୁରାମାଡ଼ କଲେ ପଡ଼ୋଶୀ

ବେଙ୍ଗାଲୁରୁ, ୧୫।୫: କର୍ନାଟକ ହୁବଳିସ୍ଥିତ ବୀରପୁରା ଗ୍ରାମରେ ଅଞ୍ଜଳି ଆମ୍ବିଗେରା(୨୦) ନାମ୍ନୀ ଜଣେ ଯୁବତୀ ଶୋଇଥିବା ସମୟରେ ତାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। କିଛି...

ଭାରତରେ ସବୁଠାରୁ ବେଶି ହିଟ୍‌ଓ୍ବେଭଜନିତ ମୃତ୍ୟୁ, ବିଶ୍ୱରେ ପ୍ରତି ବର୍ଷ ପ୍ରାଣ ହରାଉଛନ୍ତି ୧.୫୩ ଲକ୍ଷ ଲୋକ

କାନ୍‌ବେରା, ୧୫।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱରେ ପ୍ରତି ବର୍ଷ ୧.୫୩ ଲକ୍ଷରୁ ଅଧିକ ବ୍ୟକ୍ତି ପ୍ରାଣ ହରାଉଛନ୍ତି। ସେଥିମଧ୍ୟରୁ ସର୍ବାଧିକ ମୃତ୍ୟୁ ଭାରତରେ...

ଜେଲ୍‌ରେ ଥାଇ ନିର୍ବାଚନ ଲଢ଼ିବେ ଖଲିସ୍ତାନୀ ସମର୍ଥକ ଅମୃତପାଳ ସିଂ, ନାମାଙ୍କନ ପତ୍ର ସ୍ବୀକାର କଲେ EC

ନୂଆଦିଲ୍ଲୀ,୧୫।୫: ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଲୋକ ସଭା ନିର୍ବାଚନ ଲଢ଼ିବେ। ତାଙ୍କର ନାମାଙ୍କନକୁ ନିର୍ବାଚନ ଆୟୋଗ ଗ୍ରହଣ କରିଛନ୍ତି। ଏବେ ସେ ଜେଲ୍‌ରେ ଥିବା...

କେଜ୍‌ରିଓ୍ବାଲଙ୍କୁ ଶାହାଙ୍କ ଜବାବ: ୨୦୨୯ ପରେ ବି ମୋଦି ଆମ ନେତୃତ୍ୱ ନେବେ…

ନୂଆଦିଲ୍ଲୀ,୧୫।୫: ପ୍ରଧାନମନ୍ତ୍ରୀ ମୋଦି ୨୦୨୯ ଯାଏ ପଦରେ ରହିବେ, ୨୦୨୯ ପରେ ମଧ୍ୟ ଭାଜପାର ନେତୃତ୍ୱ ନେବେ। କିଛି ଏଭଳି କହି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri