ଇଭୋଲ୍‌ଭ ଫ୍ୟାଶନ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୧୦: ଦେଶର ଜଣାଶୁଣା ଫ୍ୟାଶନ ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରିମିୟମ ବର୍ଗର ମହିଳା ପୋଷାକ ସାଙ୍ଗକୁ ଗହଣା ଡିଜାଇନର ସମ୍ଭାରକୁ ନେଇ ଏକ ଆକର୍ଷଣୀୟ ଷ୍ଟୋର ହାଉସ ‘ଇଭୋଲ୍‌ଭ ଫ୍ୟାଶନ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ଜେଏମ୍‌ଜି ଅଟୋମୋବାଇଲ ଗ୍ରୁପ୍‌ର ସହଯୋଗୀ ସଂସ୍ଥା ‘ଇଭୋଲ୍‌ଭ ଷ୍ଟୋର ’ ବୁଧବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ହୋଟେଲ ମେ ଫେୟାର ରୋଡ୍‌ରେ ଅବସ୍ଥିତ ଏହି ଅତ୍ୟାଧୁନିକ ପ୍ରିମିୟମ ଷ୍ଟୋରକୁ ଓଲିଉଡ୍‌ ଅଭିନେତ୍ରୀ ଅର୍ଚ୍ଚତା ସାହୁ ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏହାର ସ୍ବତ୍ୱାଧିକାରୀ ସିଏ ସ୍ରିପା ଅଗ୍ରଓ୍ବାଲଙ୍କ ସମେତ ପ୍ରଦୀପ ଅଗ୍ରଓ୍ବାଲ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ୧୮୦୦ ବର୍ଗଫୁଟର ଏହି ଅତ୍ୟାଧୁନିକ ଷ୍ଟୋରରେ ମହିଳା ଗ୍ରାହକଙ୍କ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ ହୋଇଥିବା ପାର୍ଟି, ବିଭାଘର ଏବଂ ଅନ୍ୟାନ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପାଇଁ ଆବଶ୍ୟକ ପୋଷାକ ଉପଲବ୍ଧ। ବିଶେଷକରି ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକର ପ୍ରାରମ୍ଭିକ ମୂଲ୍ୟ ୫୦୦୦ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri