ହୁଡ୍‌କୋ-ହାଉସିଂ ମନ୍ତ୍ରଣାଳୟର ଏମ୍‌ଓୟୁ

ନୂଆଦିଲ୍ଲୀ,୨୧।୧୦:ଚଳିତ ଆର୍ଥିକ ବର୍ଷ(୨୦୨୨-୨୩)ର ପ୍ରମୁଖ ଲକ୍ଷ୍ୟ ଧାର୍ଯ୍ୟ ପୂରଣ କରିବା ଉଦ୍ଦେଶ୍ୟରେ ହୁଡ୍‌କୋ ଏବଂ କେନ୍ଦ୍ର ହାଉସିଂ ଓ ସହରାଞ୍ଚଳ ମନ୍ତ୍ରଣାଳୟ ମଧ୍ୟରେ ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରଣାଳୟର ସଚିବ ମନୋଜ ଜୋଷୀ ଏବଂ ହୁଡ୍‌କୋର ଅଧ୍ୟକ୍ଷ ତଥା ଏମ୍‌ଡି କାମରାନ ରିଜ୍‌ଭଙ୍କ ମଧ୍ୟରେ ଏମ୍‌ଓୟୁ ପତ୍ର ସ୍ବାକ୍ଷର ହୋଇଥିଲା। ଏହି ଅବସରରେ ମନ୍ତ୍ରଣାଳୟ ଅତିରିକ୍ତ ସଚିବ ସୁରେନ୍ଦ୍ର କୁମାର ବାଗ୍‌ଡେ, ହୁଡ୍‌କୋର ନିର୍ଦ୍ଦେଶକ (କର୍ପୋରେଟ ପ୍ଲାନିଂ) ଏମ୍‌ .ନାଗରାଜ ଏବଂ ହୁଡ୍‌କୋର ନିର୍ଦ୍ଦେଶକ (ଅର୍ଥ) ଡି. ଗୁହାନ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ...

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର...

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି...

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି।...

ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ...

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯...

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri