ସି ଜିନପିଙ୍ଗଙ୍କ ଏକଛତ୍ରବାଦୀ ଶାସନ, ଦଳ ବୈଠକରୁ ଜବରଦସ୍ତ ବାହାର କରିଦେଲେ ପୂର୍ବତନ ରାଷ୍ଟ୍ରପତି ଜିନତାଓଙ୍କୁ : ଭିଡିଓ ଭାଇରାଲ

ବେଜିଂ,୨୨ ।୧୦: ଚାଇନା କମ୍ୟୁନିଷ୍ଟ ପାର୍ଟିର ୨୦ତମ କଂଗ୍ରେସରେ ସି ଜିନପିଙ୍ଗଙ୍କ ତୃତୀୟ ଥର ଲାଗି ଶାସନ କ୍ଷମତା ପାଇବା ଅବସରରେ ଏକ ବଡ ଡ୍ରାମା ଦେଖିବାକୁ ମିଳିଛି । ଚାଇନାର ଗ୍ରେଟ ହଲରେ ସମାପନ ସମାରୋହରେ ପୂର୍ବତନ ରାଷ୍ଟ୍ରପତି ହୁ ଜିନତାଓଙ୍କୁ ବୈଠକ ଚାଲିଥିବା ବେଳେ ମଝିରୁ ଉଠାଇ ବାହାରକୁ ପଠାଇ ଦିଆଯାଇଛି । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି ।
ଭିଡିଓରେ ଦେଖିବାକୁ ମିଳିଛି ପୂର୍ବତନ ରାଷ୍ଟପତି ଜିନତାଓଙ୍କୁ ଜବରଦସ୍ତ ହାତ ଧରି ବାହାରକୁ ବାହାର କରି ଦିଆଯାଉଛି । ସମସ୍ତଙ୍କ ସାମ୍ନାରେ ତାଙ୍କୁ ଗ୍ରେଟ ହଲରୁ ବାହାର କରି ଦିଆଯାଉଛି । ହୁ ଜିନତାଓ ୭୯ ବର୍ଷୀୟ ହୋଇଥିବା ବେଳେ ତାଙ୍କୁ ଗ୍ରେଟ ହଲର ଆଗ ସିଟରେ ବସାଯାଇଥିଲା । ଏହାର ଠିକ୍ ଆଗକୁ ସି ଜିନପିଙ୍ଗ ବସିଥିଲେ । କିଛି ସମୟ ପାଇଁ ସେ ବସିଥିଲେ ଓ ତା’ପରେ ତାଙ୍କୁ ବାହାରକୁ ବାହାର କରି ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri