ରାଜଧାନୀରେ ତିଆରି, କଟକରେ ଷ୍ଟକ୍‌

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ରାଜଧାନୀର ପାତ୍ରପଡ଼ା ଶିଳ୍ପାଞ୍ଚଳରେ ଏକ ନକଲି ସସ୍‌ ଫ୍ୟାକ୍ଟ୍ରି ଉପରେ ପୋଲିସ ଶନିବାର ଚଢ଼ାଉ କରି ବିପୁଳ ପରିମାଣର ସସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଅପମିଶ୍ରଣ ପାଇଁ ବ୍ୟବହୃତ ଅନେକ ସାମଗ୍ରୀ ମଧ୍ୟ ଜବତ ହୋଇଛି। ଅନ୍ୟପକ୍ଷରେ କଟକ ମାଲଗୋଦାମସ୍ଥିତ ଏକ ଗୋଦାମରେ ମଧ୍ୟ ଚଢ଼ାଉ ହୋଇଛି। ପାତ୍ରପଡ଼ା ଫ୍ୟାକ୍ଟ୍ରିରେ ସସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରସ୍ତୁତ ପରେ ମାଲଗୋଦାମକୁ ଷ୍ଟକ୍‌ ପାଇଁ ଯାଉଥିଲା।

ଆଜି କଟକ ମାଲଗୋଦାମ ଥାନା ଅଧୀନରେ ଏକ ନକଲି ସସ୍‌ ଗୋଦାମ ଠାବ ହେବା ପରେ ସେଠାରେ ଜଣେ ବ୍ୟକ୍ତିକୁ ଅଟକ ରଖି ପୋଲିସ ପଚରାଉଚରା କରିଥିଲା। ଏହି ସମୟରେ ତାଙ୍କଠାରୁ ପାତ୍ରପଡ଼ା ନକଲି ସସ୍‌ ଫ୍ୟାକ୍ଟ୍ରି ସମ୍ପର୍କରେ ସୂଚନା ପାଇଥିଲା। ଏହାକୁ ଆଧାର କରି ରାଜଧାନୀ ପାତ୍ରପଡ଼ାର ଏହି କାରଖାନା ଉପରେ ଚଢ଼ାଉ ହୋଇଥିଲା।

ମାଲଗୋଦାମସ୍ଥିତ ଏକ ଗୋଦାମରେ ସ୍ବାସ୍ଥ୍ୟ ବିଭାଗ, ଖାଦ୍ୟ ନିରାପତ୍ତା ବିଭାଗ ଏବଂ ପୋଲିସର ମିଳିତ ଚଢ଼ାଉରେ ଅପମିଶ୍ରିତ ସସ୍‌, ଆଚାର, ଚକୋଲେଟ୍‌ ଆଦି ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri