Posted inଜାତୀୟ

ଅନାବଶ୍ୟକ ଆଇନ ଲୋକଙ୍କ ଉପରେ ବୋଝ ଭଳି: ଆଇନମନ୍ତ୍ରୀ…

ଶିଲଂ,୨୨।୧୦ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ମେଘାଳୟର ଶିଲଂରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ କିଛି ପୁରୁଣା ନିୟମ ସାଧାରଣ ଲୋକଙ୍କ ଜୀବନରେ ବାଧା ସୃଷ୍ଟି କରିଥାଏ। ଆମକୁ ଲୋକଙ୍କ ଉପରେ ଏଭଳି ଆଇନର ଅନୁପାଳନର ଭାର ବହନ କରିବାକୁ ପଡିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଛନ୍ତି ଯେ ସାଧାରଣ ଲୋକମାନେ ଶାନ୍ତିରେ ରୁହନ୍ତୁ ଏବଂ ସେମାନଙ୍କ ଜୀବନରେ ସରକାରଙ୍କ ସର୍ବନିମ୍ନ ହସ୍ତକ୍ଷେପ ରହୁ।

ତେଣୁ ପ୍ରଚଳିତ ବହୁ ପୁରୁଣା ଆଇନକୁ ହଟାଇବାକୁ ଆମେ ନିଷ୍ପତ୍ତି ନେଇଛୁ । ସେଭଳି ଆଇନର ସାମ୍ପ୍ରତିକ ସ୍ଥିତିରେ କୌଣସି ପ୍ରାସଙ୍ଗିକତା ନାହିଁ। ଅନାବଶ୍ୟକ ଆଇନ ସାଧାରଣ ଲୋକଙ୍କ ପାଇଁ ଏକ ବୋଝ ଭଳି। ଏହାକୁ ହଟାଯିବା ଜରୁରୀ। ଆମେ ଇତିମଧ୍ୟରେ୧୫୦୦ରୁ ଅଧିକ ଆଇନକୁ ହଟାଇ ସାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri