Posted inଜାତୀୟ

କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଆଜି ପହଞ୍ଚିବ ତେଲେଙ୍ଗାନା

ନୂଆଦିଲ୍ଲୀ,୨୩ ।୧୦: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରା ରବିବାର କର୍ନାଟକର ରାୟଚୁରରୁ ତେଲେଙ୍ଗାନାର ଗୁଡେବେଲ୍ଲୁର ପହଞ୍ଚିବ । ତେଲେଙ୍ଗାନାରେ ଏହି ପଦଯାତ୍ରା ମହବୁବନଗରର ଗୁଡେବେଲ୍ଲୁରରୁ ଆରମ୍ଭ ହେବ । କଂଗ୍ରେସର ତେଲେଙ୍ଗାନା ମୁଖ୍ୟ କର୍ନାଟକ-ତେଲେଙ୍ଗାନା ସୀମାରେ ଏହି ପଦଯାତ୍ରାକୁ ଭବ୍ୟ ସ୍ୱାଗତ କରିବାକୁ ସମସ୍ତ ପ୍ରସ୍ତୁତି କରିଛନ୍ତି ।
ଏହି ଯାତ୍ରାକୁ ନେଇ ସ୍ଥାନୀୟ କର୍ମୀଙ୍କ ମଧ୍ୟରେ ବି ବେଶ ଯୋସ ଦେଖିବାକୁ ମିଳିଛି । ଏମାନେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରିବାକୁ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି ।
ସୂଚନାଯୋଗ୍ୟ, ଗୁଡେବେଲ୍ଲୁରରେ ସକାଳ ଜଳଖିଆ ଖାଇ ଯାତ୍ରାରେ ସାମିଲ ସମସ୍ତ ଲୋକେ ଦୀପାବଳି ପାଇଁ ୨୬ ଅକ୍ଟୋବର ପର୍ଯ୍ୟନ୍ତ ବିଶ୍ରାମ ନେବେ । ଏହାପରେ ୨୭ ଅକ୍ଟୋବର ସକାଳୁ ଗୁଡେବେଲ୍ଲୁରରୁ ଏହି ଯାତ୍ରା ମକଟଲ ପହଞ୍ଚିବ । ଯାତ୍ରା ତେଲେଙ୍ଗାନାରେ ୧୬ ଦିନ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ ୧୯ ବିଧାନସଭା ଅଞ୍ଚଳ ଓ ୭ ସଂସଦୀୟ ଅଞ୍ଚଳରେ ୩୭୫ କିଲୋମିଟର ଦୂରତା ଅତିକ୍ରମ କରିବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri