Odisha Elections 2024

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲରେ ସିଦ୍ଧିକ୍ଷା ଦ୍ୱିତୀୟ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ):ଦୁବାଇଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ୍‌ କଣ୍ଟେଷ୍ଟରେ ୨ୟ ରନର୍ସ ଅପ୍‌ ହୋଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଯୁବତୀ ସିଧିକ୍ଷା ପ୍ରିୟଦର୍ଶିନୀ। ଏଥିସହ ଅନ୍ତର୍ଜାତୀୟ ମଡେଲ ଦୁନିଆରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୧ରେ ଓଡ଼ିଶା ଫେସନ ଭିଲ୍ଲା ଦ୍ବାରା ଆୟୋଜିତ ରାଜ୍ୟସ୍ତରୀୟ ମଡ଼େଲ କଣ୍ଟେଷ୍ଟ ଓଡ଼ିଶା ଜୁନିଅର ଟପ୍‌ ମଡ଼େଲ୍ସରେ ଚୟନହୋଇ ସେ କେରଳର କୋଚିଠାରେ ଜାତୀୟ କଣ୍ଟେଷ୍ଟରେ ଭାଗ ନେଇ ୨ୟ ରନର୍ସ ଅଫ୍‌ କ୍ରାଉନ ଜିତିଥିଲେ। ପରେ ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଫାଇନାଲ୍‌ରେ ୭ ରୁ ୧୨ ବର୍ଷୀୟା ବିଭାଗରେ ସେ ୨ୟ ରନର୍ସ ଅଫ୍‌ କ୍ରାଉନ୍‌ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି।...

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି...

କଲ୍ କରି ଭୋଟ୍ ମାଗୁଛନ୍ତି ନେତା, ଚିନ୍ତାରେ ଜନତା

ଭୁବନେଶ୍ୱର, ୨୩।୫: ଭୋଟ ପାଇଁ ନେତାମାନେ ବିଭିନ୍ନ ଉପାୟରେ ପ୍ରଚାର କରୁଥିଲା ବେଳେ ଚଳିତ ନିର୍ବାଚନର ଡିଜିଟାଲ ପ୍ରଚାର ବହୁଳ ବ୍ୟବହୃତ ହେଉଛି। ଏହାଛଡ଼ା ନେତାମାନେ...

୨୪ରେ ଅବପାତର ରୂପ ନେବ ଲଘୁଚାପ: ଜାଣନ୍ତୁ କ’ଣ ରହିବ ଓଡ଼ିଶା ଉପରେ ପ୍ରଭାବ

ଭୁବନେଶ୍ୱର,୨୩।୫(ଅସମାପିକା ସାହୁ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ବୁଧବାର ଏକ ଲଘୁଚାପ...

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ...

ମହାପ୍ରଭୁଙ୍କୁ ନେଇ ରାଜନୀତି ଠିକ୍‌ ନୁହେଁ: ସଞ୍ଜୟ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ସମଗ୍ର ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ଭାଜପା ନେତାମାନେ ଯେଉଁ ରାଜନୀତି କରୁଛନ୍ତି ଏହା ଆଦୌ...

‘ମୋଦିଙ୍କ ପାଇଁ କୋଣାର୍କ ପ୍ରସିଦ୍ଧ’ ମନ୍ତବ୍ୟ ଓଡ଼ିଶାବାସୀଙ୍କୁ ବ୍ୟଥିତ କରିଛି

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ପୁରୀ ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ସମ୍ବିତ୍‌ ପାତ୍ରଙ୍କ ବୟାନ ‘ମୋଦିଙ୍କ ଭକ୍ତ ଜଗନ୍ନାଥ’ ସନାତନ ଧର୍ମର ପ୍ରତିଟି ବ୍ୟକ୍ତିଙ୍କୁ ଆଘାତ...

‘ଭାଜପା ପ୍ରାର୍ଥୀ ନିର୍ବାଚନରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି’

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri