ସାରା ଦେଶରେ ଭାଇ ଦୁଜ୍ ଧୁମଧାମରେ ପାଳନ କରାଯାଇନ୍ତି। ମନୋରଞ୍ଜନ ଜଗତର ସେଲିବ୍ରିଟିମାନେ ମଧ୍ୟ ଏହି ଉତ୍ସବ ପାଳନ କରିଥିଲେ। ଏହି ଅବସରରେ ବଲିଉଡ ଅଭିନେତା ସଲମାନ ଖାନ ମଧ୍ୟ ସୋସିଆଲ ମିଡିଆରେ ଭାଇ ଦୁଜ୍ ପାଇଁ ତାଙ୍କ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଇନ୍ଷ୍ଟାଗ୍ରାମରେ ସେ ନିଜର ଏକ କଳାଧଳା ଫଟୋ ଶେୟାର କରିଛନ୍ତି। ଫଟୋରେ ସଲ୍ଲୁ ଶର୍ଟଲେସ ନ ଥିବା ଦେଖିବାକୁ ମିଳିଥିଲା। ସେ ନିଜର ୬ ପ୍ୟାକ୍ ଦେଖାଇବା ସହ କଳା ଚଷମା ପିନ୍ଧି ଷ୍ଟାଇଲିସ ପୋଜ ଦେଇଥିଲେ। ସଲମାନଙ୍କ ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ଏହାକୁ ପସନ୍ଦ କରୁଛନ୍ତି।
ସଲମାନଙ୍କୁ ଖୁବ ଶୀଘ୍ର ‘କିସି କା ଭାଇ କିସି କି ଜାନ’ ଏବଂ ‘ଟାଇଗର’ ଭଳି ଫିଲ୍ମରେ ଦେଖିବାକୁ ମିଳିବ। ଫିଲ୍ମ ବ୍ୟତୀତ ସଲମାନ ‘ବିଗ ବସ ୧୬’ ମଧ୍ୟ ହୋଷ୍ଟ କରୁଛନ୍ତି।
ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...
ସଙ୍କଟରେ ପକ୍ଷୀକୁଳ
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...
ଉଦ୍ଦେଶ୍ୟ ଓ ଉଦାସୀନତା
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...
କାଠଗଡ଼ାକୁ ଯିବେ ରହମାନ୍ ଡକୈତ
ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...
୭୦% ଚାଷୀଙ୍କୁ ମିଳୁନି କେସିସି ଋଣ
ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...
ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...
Archives


