ଶୁକ୍ରବାର ପ୍ରଚାର ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରିବାରେ ଲାଗିପଡିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ। ଅନ୍ୟପଟେ, ଆସନ୍ତା ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିବେ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ

ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ...

ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍‌ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍‌-୯ କ୍ୱାର୍ଟର୍ସ ନଂ.୧ଆର୍‌/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ...

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା...

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର...

କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri