ଆଜି ରାଜ୍ୟରୁ ୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୦୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୩, ବରଗଡ଼ ୧, ବଲାଙ୍ଗୀର ୩, କଟକ ୩, ଗଞ୍ଜାମ ୧, ଯାଜପୁର ୧, ମୟୂରଭଞ୍ଜ ୨, ନବରଙ୍ଗପୁର ୨, ନୂଆପଡ଼ା ୩, ପୁରୀରୁ ୨ ଏବଂ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୦୪୪ରେ ପହଞ୍ଚିଥିବା ବେଳେ ୧୩,୨୬,୪୬୯ ଜଣ ସୁସ୍ଥ ହୋଇଛନ୍ତି। ୩୧୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri